ଓଡ଼ିଶାର କଳା ଓ ସଂସ୍କୃତିକୁ ଆଦିବାସୀ ସଂସ୍କୃତି ହିଁ ଉଜ୍ଜ୍ୱଳ କରିଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୟୂରଭଞ୍ଜର କପ୍ତିପଦା ଉପଖଣ୍ଡ ପାଇଁ ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ପକ୍ଷରୁ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ ୫୨ ଗୋଟି ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ପ୍ରାୟ ୨୭୫ କୋଟି ଟଙ୍କା ବିନିଯୋଗରେ ୧୦୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ…
