ଫରେଷ୍ଟ ରେଞ୍ଜ ଅଫିସରଙ୍କ ଘର ଓ ଅଫିସରେ ଇଡି ରେଡ୍

ଭବାନୀପାଟଣା: ଫରେଷ୍ଟ ରେଞ୍ଜ ଅଫିସରଙ୍କ ଘର ଓ ଅଫିସରେ ଇଡି ରେଡ୍। କଳାହାଣ୍ଡି ଜିଲ୍ଲା ଜୟପାଟଣା ଫରେଷ୍ଟ ରେଞ୍ଜ ଅଫିସର ଅଶୋକ ସାହୁଙ୍କ ଘରେ ଭୁବନେଶ୍ବର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ରେଡ୍ କରିଛି। ବେନାମୀ ଆକାଉଣ୍ଟ କାରବାର ନେଇ ରେଡ ହୋଇଥିବା ସୂଚନା…

ଦୁଇ IAS ଅଧିକାରୀ ମାନସୀ ନିମ୍ଭାଲ ଓ ସମର୍ଥ ବର୍ମାଙ୍କୁ ମିଳିଲା ନୂଆ ଦାୟିତ୍ବ

ଦୁଇ ଆଇଏଏସ୍ ଅଧିକାରୀଙ୍କୁ ନୂଆ ଦାୟିତ୍ବ ମିଳିଲା । ମାନସୀ ନିମ୍ଭାଲ ହେଲେ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ । ରାଜ୍ୟ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଭାବେ ମାନସୀ ନିମ୍ଭାଲଙ୍କୁ ନିଯୁକ୍ତି ମିଳିଛି । ଷ୍ଟଡି ଲିଭରୁ ଫେରିବା ପରେ ତାଙ୍କୁ ଏହି…

୩ ମାସ କଲବଲ କରିବ ଖରା, ରାତିରେ ମଧ୍ୟ ଗରମରୁ ମିଳିବନି ତ୍ରାହି

ଭୁବନେଶ୍ୱର: ଏଥର ରାଜ୍ୟରେ ପୁଣି କଲବଲ କରିବ ତାତି। ପ୍ରଚଣ୍ଡ ଗରମରୁ ମିଳିବନି ତ୍ରାହି। ଦେଶରେ ସ୍ବାଭାବିକଠାରୁ ଅଧିକ ତାତି ଅନୁଭୂତ ହେବ। ପ୍ରଚଣ୍ଡ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ। କେବଳ ଦିନ ନୁହେଁ ରାତିରେ ମଧ୍ୟ ଗରମରୁ ମିଳିବନି…

ଆଜିଠୁ ଖୋଲିବ ‘ରାସନ’ ପୋର୍ଟାଲ, ଆବେଦନ କରିପାରିବେ ନୂଆ ହିତାଧିକାରୀ

ଭୁବନେଶ୍ୱର : ନୂଆ ରାସନକାର୍ଡ ପାଇଁ ଆଜିଠୁ ଖୋଲିବ ପୋର୍ଟାଲ, ବାଦ ପଡିଥିବା ହିତାଧିକାରୀ କରିପାରିବେ ଆବେଦନ । ଶୁକ୍ରବାର ଖାଦ୍ୟ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସମ୍ବଲପୁର ଗସ୍ତ ସମୟରେ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି । ମାର୍ଚ୍ଚ ୩୧…

ସହିଦନଗର ସ୍ଥାୟୀ ହାଟ ପାଇଁ ମିଳିଲା ଜମି; ଉପକୃତ ହେବେ ପ୍ରାୟ ୫୦୦ ଦୋକାନୀ

ଭୁବନେଶ୍ବର: ଦୀର୍ଘଦିନର ଅପେକ୍ଷା ପରେ ସହିଦନଗର ବ୍ୟବସାୟୀମାନଙ୍କ ପାଇଁ ଉଦଭବ ହାଟ ଜମି ଜନିତ ସମସ୍ୟାର ସମାଧାନ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାରଙ୍କ ପକ୍ଷରୁ ନଗର ଉନ୍ନୟନ ବିଭାଗକୁ ୨ଏକର ଜମି ସହିଦନଗର ସ୍ଥାୟୀ ହାଟ ଉଦ୍ଦେଶ୍ୟରେ ପ୍ରଦାନ…

ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ

ଭୁବନେଶ୍ୱର : ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ । ମାର୍ଚ୍ଚ ୧ ତାରିଖକୁ ଦହିବରା ଆଳୁଦମ୍‌ ଦିବସ ଭାବେ କିଛି ବର୍ଷ ହେଲା ପାଳନ କରାଯାଉଛି । ଦହିବରା ଆଳୁଦମ୍‌ ଓଡ଼ିଆ ଲୋକଙ୍କ ପ୍ରିୟ ଖାଦ୍ୟ । ଦହିବରା..…

ଆସନ୍ତା ୨ରେ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମାର୍ଚ୍ଚ ୨ରେ କେନ୍ଦୁଝର ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମେ ମୟୂରଭଞ୍ଜ ଜିଲ୍ଲାକୁ ୨ ଦିନ ପାଇଁ ଯାଇ ସେଠାରେ କାର୍ଯ୍ୟକ୍ରମ ସାରି ୨ ତାରିଖ ସକାଳ ୧୦ଟା ୧୦ରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ…

ଓଏଏସ୍ ସ୍ତରରେ ବଦଳି: ଶ୍ଵେତ କୁମାର ଦାଶ, ସିଡିଏ ସଚିବ

ଭୁବନେଶ୍ଵର: ଓଏଏସ୍ ଅଧିକାରୀସ୍ତରରେ ବଡଧରଣର ଅଦଳବଦଳ ହୋଇଛି। ମୋଟ୍ ୨୨ ଅଧିକାରୀଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ କଟକ ଉନ୍ନୟନ କର୍ତ୍ତୃପକ୍ଷ ସଚିବ ଜ୍ୟୋତିର୍ମୟୀ ପ୍ରଧାନଙ୍କୁ ଜଙ୍ଗଲ, ପରିବେଶ ଓ…

ଆଇପିଏସ ସ୍ତରରେ ବଡ ଅଦଳ ବଦଳ; ବଦଳିଲେ ଟ୍ବିନ ସିଟିର ଡିସିପି

ଭୁବନେଶ୍ବର: ମାତ୍ର ୫ ମାସର ବ୍ୟବଧାନରେ ରାଜ୍ୟ ସରକାର କଟକ ଓ ଭୁବନେଶ୍ବର ଡିସିପିଙ୍କୁ ବଦଳି କରିଛନ୍ତି। କେବଳ ସେତିକି ନୁହେଁ, ଅତିରିକ୍ତ ସିପିଙ୍କୁ ମଧ୍ୟ ବଦଳି କରାଯାଇଛି। ଏଥିସହିତ ୨୬ଜଣ ଆଇପିଏସ୍‌ଙ୍କ ପଦବିରେ ପରିବର୍ତ୍ତନ କରିଛନ୍ତି। ଏ ସଂକ୍ରାନ୍ତରେ ଗୃହ…

ପୋକ୍ସୋ ମାମଲାରେ ଚାର୍ଜଶିଟ୍ ଦାଖଲ ପରେ ୟେଦିୟୁରପ୍ପାଙ୍କୁ ସମନ କଲେ କୋର୍ଟ

ନୂଆଦିଲ୍ଲୀ: ପୋକ୍ସୋ ମାମଲାରେ ସିଆଇଡିର ନୂଆ ଚାର୍ଜସିଟ୍‌ ପରେ ୟେଦିୟୁରପ୍ପାଙ୍କୁ କୋର୍ଟଙ୍କ ସମନ। ଗୁରୁବାର କର୍ଣ୍ଣାଟକର ଏକ ସ୍ୱତନ୍ତ୍ର କୋର୍ଟ ପୂର୍ବତନ ମୁଖ୍ୟମନ୍ତ୍ରୀ ୟେଦିୟୁରପ୍ପାଙ୍କୁ ଏନେଇ ସମନ କରିଛି। ପୂର୍ବରୁ ମଧ୍ୟ ୟେଦିୟୁରପ୍ପାଙ୍କ ବିରୋଧରେ ଏନେଇ ମାମଲା ବିଚାରାଧୀନ ଥିଲା। ହେଲେ…