ଟାଟା ଷ୍ଟିଲ ମେରାମଣ୍ଡଳୀ କାରଖାନାରେ ଦୁର୍ଘଟଣା, ଜଣେ ମୃତ
ଢେଙ୍କାନାଳ: ଢେଙ୍କାନାଳ ଟାଟା ଷ୍ଟିଲ ମେରାମଣ୍ଡଳୀ କାରଖାନା ପରିସରରେ ଦୁର୍ଘଟଣା । ଜଣେ ଶ୍ରମିକ ମୃତ । ମୃତକ ହେଲେ ଝାଡଖଣ୍ଡ ଜାମତାରା ଜିଲ୍ଲା ନାରାୟଣପୁର ଜିଲ୍ଲାର ଅବଦୁଲ ରାଉପ୍ । ସେ TSMର ହଟ୍ ଷ୍ଟ୍ରିପ୍ ମିଲରେ କାର୍ଯ୍ୟରତ ଥିଲେ।…
ଢେଙ୍କାନାଳ: ଢେଙ୍କାନାଳ ଟାଟା ଷ୍ଟିଲ ମେରାମଣ୍ଡଳୀ କାରଖାନା ପରିସରରେ ଦୁର୍ଘଟଣା । ଜଣେ ଶ୍ରମିକ ମୃତ । ମୃତକ ହେଲେ ଝାଡଖଣ୍ଡ ଜାମତାରା ଜିଲ୍ଲା ନାରାୟଣପୁର ଜିଲ୍ଲାର ଅବଦୁଲ ରାଉପ୍ । ସେ TSMର ହଟ୍ ଷ୍ଟ୍ରିପ୍ ମିଲରେ କାର୍ଯ୍ୟରତ ଥିଲେ।…
ଭୁବନେଶ୍ବର: ଟ୍ବିନ୍ ସିଟି ଜଗିବ ଏଆଇ କ୍ୟାମେରା । ଟ୍ବିନ୍ ସିଟି କଟକ ଏବଂ ଭୁବନେଶ୍ବରରେ ଏଆଇ କ୍ୟାମେରା ଲାଗିବ । ଏନେଇ ସୂଚନା ଦେଇଛନ୍ତି ପୋଲିସ୍ କମିଶନର ସୁରେଶ ଦେବଦତ୍ତ ସିଂ । ଏନେଇ ସେ କହିଛନ୍ତି, ଟ୍ବିନ୍ ସିଟି…
କୋଣାର୍କ: କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ବାଲି କାଢ଼ିବାରେ ବିଳମ୍ବକୁ ନେଇ ସ୍ଥିତି ଅନୁଧ୍ୟାନ କରିଛନ୍ତି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ। ସେ ଆଜି କୋଣାର୍କକୁ ଆସି ସ୍ଥିତି ପରଖିଛନ୍ତି। ବାଲି କାଢ଼ିବାରେ କାହିଁକି ବିଳମ୍ବ ହେଉଛି,…
ଭୁବନେଶ୍ବର: ଆଜି ପିଏମ୍ କିଷାନ ଟଙ୍କା ଚାଷୀଙ୍କ ଖାତାକୁ ଚଢିଛି । ୯.୮ କୋଟିରୁ ଚାଷୀଙ୍କୁ ଏହି ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ର ୧୯ତମ କିସ୍ତିରେ ସାମିଲ କରାଯାଇଥିବା ବେଳେ ଏଥିରେ ଓଡିଶାରୁ ୩୪ ଲକ୍ଷରୁ ଅଧିକ ଚାଷୀ ରହିଛନ୍ତି ।…
ନୂଆଦିଲ୍ଲୀ: ୟୁଏସଏଆଇଡି କର୍ମଚାରୀଙ୍କୁ ଟ୍ରମ୍ପ ଛାଟ । ଚାକିରିରୁ ବାହାରିଲେ ଦୁଇ ହଜାର ସରକାରୀ ଚାକିରିଆ । ଦେଶରୁ ବେଆଇନ ପ୍ରବାସୀଙ୍କୁ ବାହାର କରିବା ପରେ ଏବେ ୟୁଏସ୍ ଏଜେନ୍ସି ଫର୍ ଇଣ୍ଟରନ୍ୟାଶନାଲ ଡେଭଲ୍ପମେଣ୍ଟର କର୍ମଚାରୀଙ୍କୁ ଛଟେଇ ପାଇଁ ନିଷ୍ପତ୍ତି ନେଇଛନ୍ତି…
ଛତ୍ରପୁର : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷା ଏସ. ଲକ୍ଷ୍ମୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ମେଳି ବାନ୍ଧିଛନ୍ତି ବିଜେଡି କାଉନସିଲର। ଏନେଇ ଆଜି ଏନଏସି ଉପାଧ୍ୟକ୍ଷ ବିକ୍ରାନ୍ତ କୁମାର ସାହୁ ଓ ୧୪ ବିଜେଡି କାଉନସିଲର ଛତ୍ରପୁର ଆସି…
ଭୁବନେଶ୍ବର: ଆନ୍ଧ୍ରପ୍ରଦେଶରେ ନିର୍ମାଣାଧୀନ ପୋଲାଭରମ ପ୍ରକଳ୍ପ ଲାଗି ମାଲକାନଗିରି ଜିଲ୍ଲାର ଏକାଧିକ ଗାଁ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି । ଏହାକୁ ବିରୋଧ କରି ବଡ଼ ଆନ୍ଦୋଳନ କରିବାକୁ ଯାଉଛି ବିଜେଡି । ଆସନ୍ତା ୨୮ ତାରିଖରେ ଏନେଇ ବିଜେଡି ରାଜରାସ୍ତାକୁ…
ବଲାଙ୍ଗିର : ବାହାଘର ଚାଲିଥିଲା, ବନ୍ଧୁକ ଧରି ପଶିଲେ ମାତାଲ ୭ ଯୁବକ । ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ବାବିଯୋର ଗାଁରୁ ଆସିଛି ଅଭିଯୋଗ । ବାହାଘରରେ ପାଟିତୁଣ୍ଡ କରିବା ସହ ବରକୁ ଖୋଜିଥିଲେ । କାହିଁକି ଏପରି କରିଥିଲେ…
କେନ୍ଦ୍ରାପଡା: ହାଇୱା ଧକ୍କାରେ ମହିଳାଙ୍କ ମୃତ୍ୟୁ। ସୋମବାର ପୂର୍ବାହ୍ନରେ ତିନିମୁହାଣି ଛକରେ ସଡ଼କ ଦୁର୍ଘଟଣା ହୋଇଛି । ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଶ୍ରଦ୍ଧାଞ୍ଜଳି । ଏହାପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି। ଉତ୍ୟକ୍ତ ଲୋକେ…
ଦୀର୍ଘ ୨୯ ବର୍ଷ ପରେ ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫି ଆୟୋଜନ କରୁଛି । ସୁରକ୍ଷା ଏବଂ ଆତଙ୍କୀ ଆକ୍ରମଣ ଭୟରେ ପାକିସ୍ତାନରେ କିଛି ବର୍ଷ ହେଲାଣି କୌଣସି ଅର୍ନ୍ତରାଷ୍ଟ୍ରୀୟ ମ୍ୟାଚ ହୋଇନାହିଁ । ଏପରି ସ୍ଥଳରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆୟୋଜନ…