ହିଂସା ଓ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କଲେ ୯ ଜଣ ନକ୍ସଲ

ମାଲକାନଗିରି: ହିଂସା ଓ ଅସ୍ତ୍ର ଛାଡ଼ି ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ପୁଲିସ ନିକଟରେ ୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମୁଲୁଗୁ ଜିଲ୍ଲା ଏସ ମହେଶ ଗିଟେଙ୍କ ଏବଂ ସିଆରପିଏଫ କମାଣ୍ଡାଣ୍ଟଙ୍କ ସମ୍ମୁଖରେ ଏହି ୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଥିଲେ।…

ଆମେରିକାକୁ ନାଲି ଆଖି ଦେଖାଇଲା ପାକିସ୍ତାନ: ଆଫଗାନ ଶରଣାର୍ଥୀଙ୍କୁ ଫେରାଇବାକୁ ଧମକ

ଇସଲାମାବାଦ: ଆମେରିକାରେ ପୁନର୍ବାସ ପାଇଁ ଅପେକ୍ଷା କରିଥିବା ହଜାର ହଜାର ଆଫଗାନ ନାଗରିକଙ୍କ ମାମଲା ଖାରଜ ହେଲେ କିମ୍ବା ସମୟ ମଧ୍ୟରେ ପ୍ରକ୍ରିୟାକରଣ ନ ହେଲେ ସେମାନଙ୍କୁ ଫେରାଇ ଦେବାକୁ ପାକିସ୍ତାନ ଧମକ ଦେଇଛି। ଭଏସ୍ ଅଫ୍ ଆମେରିକା ଅନୁଯାୟୀ ତୁର୍କୀର…

ବାଲାଜୀ ସରକାର କର୍କଟ ଡାକ୍ତରଖାନାର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦୁଇ ଦିନିଆ ମଧ୍ୟପ୍ରଦେଶ ଗସ୍ତରେ ଯାଇଥିବାବେଳେ ଛତରପୁରସ୍ଥିତ ବାଗେଶ୍ଵର ଧାମରେ ବାଲାଜୀ ସରକାର କର୍କଟ ଶିକ୍ଷାନୁଷ୍ଠାନ ଓ ଡାକ୍ତରଖାନାର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ଜନସଭାରେ ଉଦବୋଧନ ଦେଇଥିଲେ। ସେ କହିଥିଲେ, ବହୁତ…

ସଙ୍ଗମ ସ୍ଥଳରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

ପ୍ରୟାଗରାଜ: ମହାକୁମ୍ଭରେ ବୁଡ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କ ପରିବାରଙ୍କ ସଙ୍ଗେ ପ୍ରୟାଗରାଜ ଯାଇଥିବା ବେଳେ, ପବିତ୍ର ମହାକୁମ୍ଭ ଅବସରରେ ସଙ୍ଗମ ଜଳରେ ମହାସ୍ନାନ କରିଛନ୍ତି । ମହାସ୍ନାନର ଶେଷ ସପ୍ତାହ ।…

ଦୟା ନଦୀ କୂଳରେ ପ୍ରେମିକର ପିଣ୍ଡ ଦାନ କଲେ ରାଣୀ ପଣ୍ଡା

ଭୁବନେଶ୍ୱର : ଯେଉଁ ଯାତ୍ରା ପେଣ୍ଡାଲରେ ରାଣୀ ପଣ୍ଡା ଥରେ ଠିଆ ହେଲେ ଲକ୍ଷ ଲକ୍ଷ ଦର୍ଶକ ତାଙ୍କ ଅଭିନୟ ଦେଖିବାକୁ ଚାହିଁରହିଥାନ୍ତି । ଯାହାଙ୍କୁ ଖଣ୍ଡଗିରି ମନା ହୋଇଥିଲା ସେହି ଖଣ୍ଡଗିରିରେ ହଜାର ହଜାର ଲୋକଙ୍କୁ ମଟନ ଭାତ ଖୁଆଇବା…

‘ମନ କି ବାତ୍’ର ୧୧୯ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ତାଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ୍’ର ୧୧୯ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏଥିରେ ସେ ଦ୍ରୁତ ଗତିରେ ବଢୁଥିବା ସ୍ଵାସ୍ଥ୍ୟ ସମସ୍ୟା ‘ମୋଟାପଣ’ ଉପରେ ଚର୍ଚ୍ଚା କରିଛନ୍ତି। ଦେଶରେ ମୋଟାପଣ…

ଓସିଏ ସଭାପତି ଭାବେ ନିର୍ବାଚିତ ହେଲେ ପଙ୍କଜ ଲୋଚନ ମହାନ୍ତି

ଭୁବନେଶ୍ଵର: ଓସିଏ ସଭାପତି ହେଲେ ପଙ୍କଜ ଲୋଚନ ମହାନ୍ତି । ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ ପଙ୍କଜ। ତେଣୁ ସଭାପତି ଭାବେ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଛନ୍ତି ସେ । ବବି ଦାସଙ୍କ ଇସ୍ତଫା ପରେ ଏହି ଆସନ ଖାଲିପଡିଥିଲା। ପୂର୍ବରୁ…

ଢେଙ୍କାନାଳ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାସ, ଶଳାକୁ ମାରିଛି ସମ୍ପର୍କୀୟ ଭିଣୋଇ

ଢେଙ୍କାନାଳ : ସଦରଥାନା ଫାସିଗାଁ ଫାର୍ମ ହାଉସରେ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାସ । ଶଳାକୁ ମାରିଛି ସମ୍ପର୍କୀୟ ଭିଣୋଇ । ହତ୍ୟା କରିଥିବା ନିଜେ ସ୍ବୀକାର କରିଛନ୍ତି ଅଭିଯୁକ୍ତ ରମେଶ ଚନ୍ଦ୍ର ନାଏକ । ହତ୍ୟା ପରେ ଫାର୍ମ ହାଉସ ବୁଦା…

ଶୁଟିଂ ପାଇଁ ଷ୍ଟଣ୍ଟ ସମୟରେ ଆହତ ହେଲେ ଗୁରୁ ରନ୍ଧୱା

ପଞ୍ଜାବୀ ଗାୟକ ଗୁରୁ ରନ୍ଧୱା ଏକ ଦୁର୍ଘଟଣାର ଶିକାର ହୋଇ ଆହତ ହୋଇଛନ୍ତି। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଛି। ଏ ସମ୍ପର୍କରେ ​‌ସେ ନିଜେ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସୂଚନା ଦେଇଛନ୍ତି। ନିଜ ଫିଲ୍ମ ଶୁଟିଂ ସମୟରେ ଏକ…

ଭିଜିଲାନ୍ସ ଜାଲରେ ଦୁଇ କୃଷି ଅଧିକାରୀ

ନବରଙ୍ଗପୁର: ଲାଞ୍ଚ ନେଇ ଧରା ପଡିଲେ ନବରଙ୍ଗପୁର ଉମରକୋଟର ଦୁଇ କୃଷି ଅଧିକାରୀ ନଳିନୀକାନ୍ତ ପରିଡା ଓ ସୁରେନ୍ଦ୍ରସିଂ ବୁନ୍ଦେଲା । ୫ ହଜାର ଟଙ୍କା ନେବା ବେଳେ ମାଡି ବସିଲା ଭିଜିଲାନ୍ସ । ଜଳ ନିଧି ଯୋଜନାରେ ସବସିଡ଼ି ଟଙ୍କା…