ବିଧାନସଭାରେ ମାହାଙ୍ଗା ଝଡ, ଅରୁଣ-ସାରଦାଙ୍କ ଭିତରେ କଥା କଟାକଟି
ଭୁବନେଶ୍ଵର: ସରକାରଙ୍କୁ ମହଙ୍ଗା ପଡିଲାଣି ମାହାଙ୍ଗା ପ୍ରସଙ୍ଗ । ବିଧାନସଭାରେ କଥା କଟାକଟି ହେଲେ ଶାସକ ଓ ବିରୋଧି ଗୋଷ୍ଠୀ । ମାହାଙ୍ଗାକୁ ନେଇ ବିଧାନସଭାରେ ମୁହାଁମୁହିଁ ହେଲେ ଅରୁଣ ଆଉ ସାରଦା । ବିଧାନସଭା ଶୂନ୍ୟକାଳରେ ଉଠିଲା ମାହାଙ୍ଗା ପ୍ରସଙ୍ଗ…
