ଏଣିକି ଗୋଟିଏ ସିଟିଂରେ ହେବ ନିଟ୍-ପିଜି ପରୀକ୍ଷା -ସୁପ୍ରିମ ନିଷ୍ପତ୍ତି
ନୂଆଦିଲ୍ଲୀ : ଏଣିକି ଗୋଟିଏ ସିଟିଂରେ ହେବ ନିଟ୍-ପିଜି ପରୀକ୍ଷା । ନିଟ୍-ପିଜି ପରୀକ୍ଷାକୁ ନେଇ ଶୁକ୍ରବାର ସର୍ବୋଚ୍ଚନ୍ୟାୟାଳୟ ଏହି ବଡ ନିଷ୍ପତ୍ତି ନେଇଛନ୍ତି। ମାମଲାର ଶୁଣାଣି କରି ଏନବିଟିକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୨ଟି ସିଟିଂରେ ପରୀକ୍ଷା କରିବାକୁ…