ପୁଣି ଖଣ୍ଡ ଖଣ୍ଡ ହେବ ପାକିସ୍ତାନ : ମୌଲାନା ଫଜଲୁର
ଇସଲାମାବାଦ: ଇସଲାମିକ ଧର୍ମଗୁରୁ ତଥା ପାକିସ୍ତାନୀ ସାଂସଦ ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ୧୯୭୧ ମସିହାର ବିଭାଜନ କଥା ମନେ ପକାଇ ଦେଇଛନ୍ତି, ଯେତେବେଳେ ପୂର୍ବ ପାକିସ୍ତାନ ଭାଙ୍ଗି ବାଂଲାଦେଶ ହୋଇଯାଇଥିଲା। ସେ କହିଛନ୍ତି ଯେ ବେଲୁଚିସ୍ତାନ ପାକିସ୍ତାନରୁ ଅଲଗା ହୋଇପାରେ…
