ଶିପସରୁବାଲିରେ ହେବ ଶ୍ରୀଜଗନ୍ନାଥ ଗ୍ରୀନଫିଲ୍ଡ ଆନ୍ତର୍ଜାତୀୟ ବିମାନ ବନ୍ଦର, ମିଳିଲା ସିଆରଜେଡ୍ କ୍ଲିୟରାନ୍ସ
ପୁରୀ : ବ୍ରହ୍ମଗିରି ରାସ୍ତାର ଶିପସରୁବାଲି ମୌଜାରେ ପ୍ରସ୍ତାବିତ ଶ୍ରୀଜଗନ୍ନାଥ ଗ୍ରୀନଫିଲ୍ଡ ଆନ୍ତର୍ଜାତୀୟ ବିମାନ ବନ୍ଦର ସ୍ୱପ୍ନ ଆଉ ପାଦେ ଆଗେଇଛି । ଏୟାରପୋର୍ଟ ପାଇଁ ରହିଥିବା ଜଙ୍ଗଲ ବିଭାଗର ସମସ୍ୟା ସମାଧାନ ହେବା ସହ ସିଆରଜେଡ୍ (crz ) କ୍ଲିୟରାନ୍ସ…