ଫେବ୍ରୁଆରି ୧୯ରୁ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା: ସତର୍କ ସୂଚନା ଜାରି

ଭୁବନେଶ୍ୱର: ଆସନ୍ତା ୩ ଦିନ ମଧ୍ୟରେ ସାରା ଓଡ଼ିଶାରେ ରାତିର ତାପମାତ୍ରା ଧୀରେ ଧୀରେ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ ବୋଲି ରବିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପୂର୍ବାନୁମାନ କରିଛି। ଗତ ଦୁଇ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା…

ଡିଏସ୍‌ପିଙ୍କ ସମେତ ୨ ଜଣଙ୍କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍‌

ଯାଜପୁର: ଟ୍ରକ୍‌ ଧକ୍କାରେ ଡିଏସ୍‌ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ରବିବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ଯାଜପୁର ଜିଲ୍ଲାରେ କାର୍ଯ୍ୟରତ ଡିଏସ୍‌ପି ଅଛନ୍ତି। ସେ…

କଂଗ୍ରେସ ସାଂସଦଙ୍କ ପତ୍ନୀଙ୍କୁ ନେଇ ଆସାମରେ ରାଜନୈତିକ ଝଡ଼: ଆଇଏସଆଇ ଲିଙ୍କ୍ ଅଭିଯୋଗ ଅଣିଲେ ହିମନ୍ତ

ଗୁଆହାଟୀ: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜୋରହାଟର କଂଗ୍ରେସ ସାଂସଦ ଗୌରବ ଗୋଗୋଇ ଏବଂ ତାଙ୍କ ପତ୍ନୀଙ୍କୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ତାଙ୍କର ଅଭିଯୋଗକୁ ଦୋହରାଇ ହିମନ୍ତ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ୨୦୧୫ ମସିହାରେ, ଭାରତରେ ପାକିସ୍ତାନ…

କେବଳ ଅସମର୍ଥ ମାତାପିତାଙ୍କୁ ଭରଣପୋଷଣ ଦେବେ ପୁଅଝିଅ: ହାଇକୋର୍ଟ

କଟକ: ବାପାଙ୍କୁ ଭରଣପୋଷଣ ଦେବା ପାଇଁ ପୁଅକୁ ପ୍ରଦାନ କରାଯାଇଥିବା ନିର୍ଦ୍ଦେଶକୁ ହାଇକୋର୍ଟ ଖାରଜ କରି ରାୟ ଶୁଣାଇଛନ୍ତି ଯେ, ମାତାପିତା ଓ ବରିଷ୍ଠ ନାଗରିକଙ୍କ ଭରଣପୋଷଣ ଓ କଲ୍ୟାଣ ଆଇନ, ୨୦୦୭ ଅନୁସାରେ, କେବଳ ଜଣେ ବରିଷ୍ଠ ନାଗରିକ ହୋଇଗଲେ…

ଫେବୃଆରୀ ୧୭ ଏବଂ ୨୪ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର ଥିବାରୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ…

କାହିଁକି ଅମୃତସର ବିମାନ ବନ୍ଦରରେ ଅବତରଣ କରୁଛି ନିର୍ବାସିତ ଭାରତୀୟଙ୍କୁ ନେଇ ଆସୁଥିବା ବିମାନ

ଆମେରିକାରୁ ଭାରତୀୟ ନିର୍ବାସିତଙ୍କ ବିମାନକୁ ପୁଣି ଥରେ ଅମୃତସରରେ ଅବତରଣ କରି କେନ୍ଦ୍ର ସରକାର ରାଜ୍ୟକୁ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂହ ମାନ ଅଭିଯୋଗ କରିଛନ୍ତି। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଆର୍ ପି ସିଂହ…

‘ବିଜେଡି ନେତା ନ ଚଳାଇଲେ ଧ୍ବଂସ ହୋଇଯିବ ବିଜେଡି’

ଭୁବନେଶ୍ବର: ଲୋକଙ୍କ ପାଇଁ କାମ କରିବାକୁ କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେଲି । ଅନେକ ପ୍ରତିଶ୍ରୁତି ଦେଇ ଦଳରେ ସାମିଲ କରାଯାଇଥିଲା । ହେଲେ ଏବେ ଯଦି ତାହା ପୂରଣ ନହେଉଛି, ତେବେ ଦଳରେ କାହିଁକି ରହିବ ? ବିଜେଡିକୁ…

୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ…

କେରଳ ନର୍ସିଂ କଲେଜରେ ରାଗିଂ ଘଟଣା: ଗିରଫ ୫ ବରିଷ୍ଠ ଛାତ୍ର ବହିଷ୍କୃତ

ତିରୁଅନନ୍ତପୁରମ: କେରଳର କୋଟ୍ଟାୟାମସ୍ଥିତ ସରକାରୀ ନର୍ସିଂ କଲେଜରେ ଘଟିଥିବା ରାଗିଂ ଘଟଣା ବର୍ତ୍ତମାନ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ପୁଲିସ ଏହି ଘଟଣାରେ ବୁଧବାର ୫ ଜଣ ସିନିୟର (ତୃତୀୟ ବର୍ଷ) ଛାତ୍ରଙ୍କୁ ଗିରଫ କରିଥିବାବେଳେ କଲେଜ କର୍ତ୍ତୃପକ୍ଷ ଗୁରୁବାର ସେମାନଙ୍କୁ…

ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ

ଭୁବନେଶ୍ଵର: ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ । ନୀଳଚକ୍ରରେ ନୂଆ ଅକ୍ଷୟ ଦଣ୍ଡ ଲଗାଇଛନ୍ତି ଚୂନରା ସେବାୟତ । ୧୭ ଫୁଟିଆ ନୂତନ ଅକ୍ଷୟ ଦଣ୍ଡ ସ୍ଥାପନ କରାଯାଇଛି । ସୂଚନାଯୋଗ୍ୟ, ଗତକାଲି ନୀଳଚକ୍ର ବାନାକୁ ଧାରଣ କରୁଥିବା…