ଦିଲ୍ଲୀରେ ଉତ୍ତମ ମହାନ୍ତି, ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା

ଦିଲ୍ଲୀରେ ଉତ୍ତମ ମହାନ୍ତି । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା । ଗତକାଲି ଘରୋଇ ହସ୍ପିଟାଲରୁ ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି । ଗ୍ରୀନ କରିଡରରେ ହସ୍ପିଟାଲରୁ ଏୟାରପୋର୍ଟକୁ ନିଆଯାଇଥିଲା । ଲିଭର ସିରୋସିସରେ ପୀଡ଼ିତ ହୋଇ କିମ୍ସ ସୁପର…

୧୫ ପରେ ଆଉ ବଢ଼ିବନି ରାସନ କାର୍ଡ ଇ-କେୱାଇସି ଅବଧି

ଭୁବନେଶ୍ଵର: ରାସନ କାର୍ଡ ଧାରକଙ୍କ ପାଇଁ ବଡ ଖବର । ୧୫ରେ ସରିବ ରାସନ କାର୍ଡ ଇ-କେୱାଇସି ଅବଧି । ୧୫ ପରେ ଆଉ ବଢ଼ିବନି ଇ-କେୱାଇସି ଅବଧି । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ

ନୂଆଦିଲ୍ଲୀ: ଇସ୍ତଫା ଦେଲେ ଆତିଶୀ। ଆଜି ରାଜଭବନରେ ପହଞ୍ଚି ଉପରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା। ଦିଲ୍ଲୀରେ ଆପ୍‌ର ପରାଜୟ ପରେ ସେ ଇସ୍ତଫା ଦେଇଛନ୍ତି। ଆତିଶୀ କାଲକାଜୀ ବିଧାନସଭା ଆସନରୁ ବିଜୟ ଲାଭ କରିଛନ୍ତି।…

ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ରାଜ୍ୟର ୧ନଂ ହେବ: ମୁଖ୍ୟମନ୍ତ୍ରୀ

କେନ୍ଦୁଝରଗଡ଼: ଭାରତୀୟ ଚିକିତ୍ସକ ସଂଘ କେନ୍ଦୁଝର ଓ ବଡବିଲ ଶାଖା ମିଳିତ ସହଯୋଗରେ ଭାରତୀୟ ଚିକିତ୍ସକ ସଂଘ ଓଡ଼ିଶା ଶାଖାର ୭୪ତମ ବାର୍ଷିକ ଅଧିବେଶନ ଧରଣୀଧର ଭେଷଜ ମହାବିଦ୍ୟାଳୟ ଅଡିଟୋରିୟମଠାରେ ରବିବାର ଉଦ୍‌‌ଯାପିତ ହୋଇଯାଇଛି। ସଂଘର ରାଜ୍ୟ ସଭାପତି ଡାକ୍ତର ଶ୍ୟାମ…

ଦୋକାନରେ ଲାଗିଲା ନିଆଁ, ନିଜ ଦୋକାନରେ ଜିଅନ୍ତା ଜଳି ଗଲେ ମହିଳା

ପଟ୍ଟାମୁଣ୍ଡାଇ: ପାନ ଦୋକାନରେ ଲାଗିଲା ନିଆଁ । ନିଜ ଦୋକାନରେ ନିଜେ ଜଳି ଗଲେ ମହିଳା । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ବକ୍ତାରପୁର ଛକରେ ଘଟିଛି ଏଭଳି ଘଟଣା । ମୃତ ମହିଳା ଜଣଙ୍କ ହେଲେ ୪୮ ବର୍ଷିୟ କମଳା…

ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ । ଆପ ଓ କଂଗ୍ରେସକୁ ପଛରେ ପକାଇଲା ବିଜେପି। ବିଜୟ ମୁକୁଟ ପିନ୍ଧିବା ପରେ ବିଜେପି ଶିବିରରେ ଉତ୍ସବର ମାହଲୋ। ବିଜେପି କର୍ମୀମାନେ ପରସ୍ପରକୁ ମିଠା ଖୁଆଇ ଖୁସି ମନାଉଛନ୍ତି। ଦିଲ୍ଲୀ…

ମାଘ ପୂର୍ଣ୍ଣିମା ଓ ମହାଶିବରାତ୍ରୀରେ ହେବନି ଅମୃତ ସ୍ନାନ

ନୂଆଦିଲ୍ଲୀ : ପ୍ରୟାଗରାଜଠାରେ ଚାଲିଥିବା ମହାକୁମ୍ଭ ମେଳା ଆସନ୍ତା ୨୬ ତାରିଖ ମହାଶିବରାତ୍ରୀ ଅବସରରେ ସମାପ୍ତ ହେବ । ମହାକୁମ୍ଭରେ ଆଉ ୨ଟି ସ୍ନାନ ରହିଛି, ତାହା ହେଉଛି ମାଘ ପୂର୍ଣ୍ଣିମା ଓ ମହାଶିବରାତ୍ରୀ । କିନ୍ତୁ ଏହି ଦୁଇଦିନ ଅମୃତ…

ମେ’ ୪ରେ ହେବ ନିଟ୍-ୟୁଜି ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍-ୟୁଜି ୨୦୨୫ ( NEET-UG 2025 ) ଆସନ୍ତା ମେ’ ୪ତାରିଖରେ ଅନୁଷ୍ଠିତ ହେବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୪ ତାରିଖରେ ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା…

ଭାବୁକ ହୋଇପଡିଲେ ଆନ୍ନା, ବହୁତ ବୁଝାଇଲି, ହେଲେ ସେ ମାନିଲେନି

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ​​ଆମ ଆଦମୀ ପାର୍ଟି ଏବଂ ଅରବିନ୍ଦ କେଜରିୱାଲଙ୍କ ପରାଜୟରେ ସାମାଜିକ କର୍ମୀ ଆନ୍ନା ହଜାରେ ଭାବପ୍ରବଣ ହୋଇପଡିଛନ୍ତି । ଆନ୍ନା ହଜାରେ ଭାବପ୍ରବଣ ହୋଇ କହିଛନ୍ତି ଯେ ସେ କେଜରିୱାଲଙ୍କୁ ବହୁତ ବୁଝାଇବାକୁ ଚେଷ୍ଟା କରିଥିଲେ…

ଏୟାରଲିପ୍ଟ ହେବେ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି

ଭୁବନେଶ୍ଵର: ଏୟାରଲିପ୍ଟ ହେବେ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି । ଲିଭର ସିରୋସିସ ପରି ଗମ୍ଭୀର ରୋଗରେ ପୀଡିତ ହୋଇ ଗତ ୩ ଦିନ ଧରି କିମ୍ସରେ ଚିକିତ୍ସିତ ହେଉଥିଲେ ଅଭିନେତା । ବର୍ତ୍ତମାନ ତାଙ୍କର ଅବସ୍ଥା ଗୁରୁତର ଅଛି ।…