ଭିଜିଲାନ୍ସ ଜାଲରେ ବାସୁଦେବପୁର ଜେଇ ଅଶୋକ ଦାସ

ଭଦ୍ରକ: ଭିଜିଲାନ୍ସ ଜାଲରେ ବାସୁଦେବପୁର ଜେଇ ଅଶୋକ ଦାସ। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ। ନିୟୁଇଣ୍ଡିଆ ସାହି ସ୍ଥିତ ଭଡ଼ା ଘରେ ଠିକାଦାରଙ୍କଠୁ ଲାଞ୍ଚ ନେଲାବେଳେ ଧରାପଡ଼ିଲେ ଜେଇ। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକର କନିଷ୍ଠ…

ଭାରତରେ ଆକ୍ରମଣ ପାଇଁ ତୁର୍କୀ ରାଷ୍ଟ୍ରପତିଙ୍କ ଜ୍ୱାଇଁଙ୍କ କମ୍ପାନୀରୁ ଆସିଥିଲା ଡ୍ରୋନ

ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଅପରେସନ ସିନ୍ଦୁର ପରେ, ଭାରତ ସରକାର ଜାତୀୟ ସୁରକ୍ଷା ସ୍ୱାର୍ଥକୁ ଧ୍ୟାନରେ ରଖି ତୁର୍କୀର ଏକ କମ୍ପାନୀର ବିମାନ ସୁରକ୍ଷା କ୍ଲିୟରାନ୍ସକୁ ତୁରନ୍ତ ପ୍ରଭାବରେ ବାତିଲ କରିଛନ୍ତି। ଏହି ନିଷ୍ପତ୍ତି…

୨୨ରେ ସାଇକ୍ଲୋନିକ୍ ସର୍କୁଲେସନ ! ଆରବ ସାଗରରେ ସୃଷ୍ଟି ହେଉଛି ଏକ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର : ଆରବସାଗରରେ କର୍ଣ୍ଣାଟକ ଉପକୂଳରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର । ୨୧ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହା ଘନୀଭୂତ ହୋଇ ୨୨ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ…

ଟ୍ରେନରେ ଅସୁସ୍ଥ ବିଏସଏଫ ଯବାନଙ୍କ ମୃତଦେହ ଉଦ୍ଧାର

ରାଉରକେଲା: ଗତ ବୁଧବାର ରାତିରେ ରାଉରକେଲା ଷ୍ଟେସନରେ ଗୀତାଞ୍ଜଳି ଏକ୍ସପ୍ରେସରୁ ଜଣେ ବିଏସଏଫ ଯବାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଛୁଟି ସାରି ସେ ଛତିଶଗଡ଼ର ସୋନପୁର ସ୍ଥିତ ତାଙ୍କ ବେସ୍ କ୍ୟାମ୍ପକୁ ଫେରୁଥିବା ବେଳେ ଏହି ଅଘଟଣ ଘଟିଛି। ଆସାମର ବାରପେଟାର…

ଅବତରଣ କରିବା ସମୟରେ ହେଲି ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

କେଦାରନାଥ: କେଦାରନାଥ ଧାମରେ ​​ଅବତରଣ କରିବା ସମୟରେ ଏକ ହେଲି ଆମ୍ବୁଲାନ୍ସଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲି ଆମ୍ବୁଲାନ୍ସଟି ଋଷିକେଶ ଏମ୍ସର ଥିଲା, ଯାହା ଋଷିକେଶରୁ କେଦାରନାଥ ଯାଉଥିଲା। ଏମ୍ସ ପିଆରଓ ସନ୍ଦୀପ କୁମାର ଏହା ନିଶ୍ଚିତ କରିଛନ୍ତି। ଶନିବାର ଦିନ, କେଦାରନାଥ…

ଝାରସୁଗୁଡା ଜିଲ୍ଲାରେ ଦୁଇ ନାବାଳକଙ୍କୁ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡାଦେଶ

କଟକ : ଝାରସୁଗୁଡା ଜିଲ୍ଲାରେ ଦୁଇ ଜଣ ନାବାଳକଙ୍କୁ ଦୁଷ୍କର୍ମ କରାଯାଇଥିବା ମାମଲାର ଆଜି ଚୂଡାନ୍ତ ରାୟ ପ୍ରକାଶ ପାଇଛି । ଅତିରିକ୍ତ ଜିଲ୍ଲା ଓ ଦୌରା ଅଦାଲତ ବିଚାରପତି, POCSO ପୂଜା ଷଡ଼ଙ୍ଗୀ ଏହି ମାମଲାରେ ସମ୍ପୃକ୍ତ ଥିବା ମୁଖ୍ୟ…

ପୁଣି ତେଜିଲା ଇସ୍କନର ଅଦିନିଆ ରଥଯାତ୍ରା ବିବାଦ, ତୁରନ୍ତ ବନ୍ଦ କରିବାକୁ ଦାବି

ପୁରୀ: ପୁଣି ତେଜିଲା ଇସ୍କନର ଅଦିନିଆ ରଥଯାତ୍ରା ବିବାଦ। ମେ ୧୮ ତାରିଖରେ ହେବାକୁ ଥିବା ରଥଯାତ୍ରାକୁ ନେଇ ପୁରୀରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ରାଜ୍ୟ ଓ କେନ୍ଦ୍ର ସରକାର ହସ୍ତକ୍ଷେପ ଦାବି କଲେ ସେବାୟତ। ତୁରନ୍ତ ଇସ୍କନର ଅଦିନିଆ…

ଅପରେସନ ସିନ୍ଦୂରର ଲାଡେନ ହତ୍ୟା ସହ ସମାନତା ଅଛି: ଧନକର

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ୍ ଧନକର ଶନିବାର କହିଛନ୍ତି ଯେ, ଅପରେସନ ସିନ୍ଦୂର ଏବଂ ପାକିସ୍ତାନରେ ଆମେରିକୀୟ ସେନା ଦ୍ୱାରା ଓସାମା ବିନ୍ ଲାଡେନଙ୍କୁ ହତ୍ୟା କରିବା ମଧ୍ୟରେ ସମାନତା ରହିଛି। ଉପରାଷ୍ଟ୍ରପତି ପାକିସ୍ତାନର ନଅଟି ଆତଙ୍କବାଦୀ ଆଡ୍ଡା ଉପରେ ହୋଇଥିବା ଆକ୍ରମଣକୁ…

ସିଙ୍ଗାପୁରରେ ବଢୁଛି କୋଭିଡ ମାମଲା : ଓଡ଼ିଶାରେ ଚିହ୍ନଟ ହୋଇନାହିଁ, ସ୍ପଷ୍ଟ କଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ଥାଇଲାଣ୍ଡ, ହଙ୍ଗକଙ୍ଗ ଓ ସିଙ୍ଗାପୁରରେ କୋଭିଡ କେସ ବଢଥିବା ଜଣାପଡ଼ିଛି । ତେବେ ଓଡ଼ିଶାରେ କୋଭିଡର କୌଣସି ରିପୋର୍ଟ ଚିହ୍ନଟ ହୋଇନଥିବା କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । କୋଭିଡ ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ…

ଜୁଆ ଆଡ୍ଡା ଉପରେ ପୋଲିସର ରେଡ୍‌; ୧୫ ଗିରଫ

ନୂଆପଡ଼ା: ଜୁଆ ଆଡ୍ଡା ଉପରେ ପୋଲିସ ରେଡ୍‌ କରିଛି। ଏହାସହ ୧୫ ଜଣଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ନୂଆପଡ଼ା ଜିଲ୍ଲା କୁରୁମପୁରୀ ଗାଁରେ ଜୁଆ ଆଡ୍ଡା ଚାଲିଥିଲା। ଏନେଇ ଖବର ପାଇବା ପରେ ଲଖନା ପୋଲିସ ଚଢଉ କରିଛି। ଚଢଉ ବେଳେ…