ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିସାନ ଫାର୍ମ ହାଉସ୍, ସିଲ ପରେ ଆରମ୍ଭ ହେଲା ପ୍ରକ୍ରିୟା

ଭୁବନେଶ୍ୱର: ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିସାନ ଫାର୍ମ ହାଉସ୍ । ସିଲ ପରେ ଆରମ୍ଭ ହେଲା ପ୍ରକ୍ରିୟା । କେନ୍ଦୁଝର ଜିଲ୍ଲା ଗୋପାଳପୁର ମୌଜାରେ ୧୧ ଏକର ପରିମିତ ଜମିରେ ଗଢି ଉଠିଥିବା ରାଜା ଚକ୍ରର ଫାର୍ମ ହାଉସ୍ ଉପରେ…

ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଏକାକୀ ସରକାର କରିବା ପରେ ଏବେ ଏକ ବର୍ଷ ପୁରା ହେବାକୁ ଯାଉଛି। ବିଜେପି ଓଡ଼ିଶାରେ ପ୍ରଥମଥର ପାଇଁ ସରକାର କରିଥିବା ବେଳେ ସରକାର ବଡ ଧୁମଧାମରେ ଏକ ବର୍ଷ ପୃର୍ତ୍ତୀ ପାଳନ କରିବେ। ଆଉ…

୪୮ ଘଣ୍ଟାରେ ନିପାତ ହୋଇଛନ୍ତି ୬ ଆତଙ୍କୀ; ସେନା

ଜାମ୍ମୁ-କାଶ୍ମୀରରେ ବିଗତ ୪୮ ଘଣ୍ଟା ମଧ୍ୟରେ ୬ ଜଣ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଭାରତୀୟ ସେନା ୨ଟି ଆତଙ୍କବାଦୀ ବିରୋଧୀ ଅଭିଯାନକୁ ସଫଳତାର ସହ ଶେଷ କରିବା ସହିତ ୬ ଆତଙ୍କୀଙ୍କୁ ନିପାତ କରିଥିବା ସେନା ପକ୍ଷରୁ ଶୁକ୍ରବାର ଏକ ସାମ୍ବାଦିକ…

ବଜ୍ରପାତରେ ଗଲା CRPF ଯବାନଙ୍କ ଜୀବନ, ଅନ୍ୟ ୪ ଯବାନ ଗୁରୁତର

ରାଉରକେଲା: ବଜ୍ରପାତରେ ଗଲା CRPF ଯବାନଙ୍କ ଜୀବନ। ରାଉରକେଲାରେ CRPF-୨୬ ବାଟାଲିଅନ ଅଧିକାରୀ ଏମ ପ୍ରବୋ ସିଂଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୪ ଯବାନ ଗୁରୁତର ହୋଇଛନ୍ତି । ନକ୍ସଲ ଦମନ ପାଇଁ କମ୍ବିଂ ଅପରେସନ ବେଳେ ବଜ୍ରପାତ ହୋଇଥିଲା…

ଜେଇଙ୍କ ସନ୍ଦେହଜନକ ମୃତ୍ୟୁ; କାରରୁ ମିଳିଲା ମୃତଦେହ

ବରଗଡ:କାର ଭିତରେ ଜେଇଙ୍କ ସନ୍ଦେହଜନକ ମୃତ୍ୟୁ । କାର ଭିତରୁ ବରପାଲି ବ୍ଲକ୍ ର ଜେଇ ଚନ୍ଦ୍ରଶେଖର ଝାଡ଼ିଆଙ୍କ ମୃତଦେହ ଉଦ୍ଧାର ହୋଇଛି । ସେ ବରଗଡ ବରପାଲିର ହଳଦୀ ପାଳିଛକରେ ଗାଡିରେ ଏସି ଲଗାଇ ଶୋଇପଡିଥିଲେ । ତେବେ ଛିଡା…

ଭାରତକୁ ସମର୍ଥନ କଲା ତାଲିବାନ

ପହଲଗାଓଁ ଆକ୍ରମଣ ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା । ସରକାରଙ୍କ ପକ୍ଷରୁ ଅପରେସନ ସିନ୍ଦୂର ଜରିଆରେ ଆତଙ୍କୀଙ୍କ ଆଡ୍ଡା ଧ୍ୱଂସ କରିବା ସହ ଅନେକ ଆତଙ୍କୀଙ୍କୁ ନିପାତ କରାଯାଇଛି । ଏହି ସମୟରେ ଚୀନ ଓ ତୁର୍କୀ ଭଳି…

ମାମୁଁ ଘର ଅଗଣା କୂଅରୁ ମିଳିଲା ଭଣଜାର ମୃତଦେହ

ଦାରିଙ୍ଗବାଡ଼ି: ଭେଣ୍ଡିଆ ପୁଅର ମର ଶରୀରକୁ ଧରି କାନ୍ଦି କାନ୍ଦି ଲୋଟି ପଡୁଛନ୍ତି ପରିବାର ଲୋକେ । ଏତିକି କେମିତି ତାଙ୍କର ମୃତ୍ୟୁ ହେଲା କେହି ସହଜରେ ଗ୍ରହଣ ପାରୁନାହାନ୍ତି । ଘରେ ହିଁ ମରି ପଡିଥିଲା ପୁଅ, ହେଲେ ଖୋଜି…

ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ

କଟକ: ୨୦୨୫ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ ହୋଇଛି। ଚଳିତ ବର୍ଷ ପରୀକ୍ଷାରେ ଅନୁପସ୍ଥିତ ଥିବା ପ୍ରାର୍ଥୀ, ପରୀକ୍ଷା ଦେଇ ଫେଲ୍‌ ହୋଇଥିବା ପରୀକ୍ଷାର୍ଥୀ ଓ କପି କରି ଏମ୍‌ପି ହୋଇଥିବା ପରୀକ୍ଷାର୍ଥୀମାନେ ହିଁ ପୁଣି ପରୀକ୍ଷା…

ନକଲି ଜାତି ପ୍ରମାଣପତ୍ର ଆଶଙ୍କା, ଆଦିବାସୀ ଦଳିତ ସେନାର ସାମ୍ବାଦିକ ସମ୍ମିଳନୀ

ସମ୍ବଲପୁର: ସମ୍ବଲପୁରର ସାମ୍ବାଦିକ ଭବନ ଠାରେ ପଶ୍ଚିମ ଓଡ଼ିଶା ଦଳିତ ସୁରକ୍ଷା ପରିଷଦ ଓ ସମ୍ବଲପୁର ଜିଲା ଆଦିବାସୀ ଦଳିତ ସେନା ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ମିଳିତ ଭାବରେ ରାଜସ୍ୱ ମନ୍ତ୍ରୀଙ୍କ ବିନା ପଟ୍ଟାରେ ଜାତି ପ୍ରମାଣପତ୍ର ଦେବା ଘୋଷଣା…

କୃଷି ଓଭର୍‍ସିଅରଙ୍କ ମାସିକ ଗସ୍ତଭତ୍ତା ୪୫୦ରୁ ୧୫୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାର କୃଷି ଓଭର୍‍ସିଅରମାନଙ୍କ ମାସିକ ଗସ୍ତଭତ୍ତା ବୃଦ୍ଧି କରିଛନ୍ତି। ଏହି ଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ସମୁଦାୟ ୧୫୬୭ ଟି କୃଷି…