ଗନ୍ଧମାର୍ଦ୍ଦନରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ସୁରକ୍ଷାକର୍ମୀଙ୍କ କମ୍ବିଂ ଅପରେସନ୍ ଜାରି
ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ହନୁପାଲି ଗାଁ ଜଙ୍ଗଲରେ ଗୁଳିମିନିମୟ । ଗନ୍ଧମାର୍ଦ୍ଦନରେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି । ପୋଲିସର ସର୍ଚ୍ଚ ଅପରେସନ୍ ଜାରି ରହିଥିବା ବଲାଙ୍ଗୀର ଏସପି ସୂଚନା ଦେଇଛନ୍ତି । ଜଙ୍ଗଲରେ ମାଓବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ…
