ଅମିତ ଶାହଙ୍କ ବିରୋଧରେ ‘ଗୁଣ୍ଡାରାଜ୍’ ଅଭିଯୋଗ ଆଣିଲେ କେଜ୍ରିୱାଲ୍
ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନ ଆରମ୍ଭ ହୋଇ ଯାଇଥିବା ବେଳେ ଆମ ଆଦମୀ ପାର୍ଟି (ଆପ) ମୁଖ୍ୟ ଅରବିନ୍ଦ କେଜ୍ରିୱାଲ୍ ଅଭିଯୋଗ ଆଣିଛନ୍ତି ଯେ ଭୋଟ ଦେବା ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପି ନେତା ଅମିତ ଶାହ “ଗୁଣ୍ଡାରାଜ”କୁ ସମର୍ଥନ…
