ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ କୃଷ୍ଣ ଶ୍ରୀପାଦ ଦୀକ୍ଷିତ
କଟକ: ଆଜି ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଶପଥ ନେଇଛନ୍ତି। ଜଷ୍ଟିସ୍ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ କଲେଜିୟମ ବୈଠକରେ…