ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ତାଲିମ ଦିଆଯିବ
ଭୁବନେଶ୍ବର: ଆହୁରି ଅଧିକ ସଶକ୍ତ ହେବ ଏନସିସି । ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦିଆଯିବ ତାଲିମ । ଏନେଇ ଆଜି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀଙ୍କ କହିଛନ୍ତି, ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦିଆଯିବ…