ମୋତେ ‘ଅନ୍ଫଲୋ’ କଲେ କିଛି ଲାଭ ମିଳିବନି; ପାକିସ୍ତାନୀଙ୍କୁ ଏଭଳି କହିଲେ ରୂପାଲି
ମୁମ୍ବାଇ: ଭାରତର ‘ଅପରେସନ ସିନ୍ଦୂର’ ପରେ, ପାକିସ୍ତାନ ଏବେ ଆତଙ୍କିତ ଅବସ୍ଥାରେ ଅଛି। ପହଲଗାମରେ ଆତଙ୍କବାଦୀମାନେ ଧର୍ମ ପଚାରି ଆକ୍ରମଣ କରିଥିବା ବେଳେ ଏବେ ଏହାର ପ୍ରତିଶୋଧ ନେଉଛି ଭାରତ। ପାକିସ୍ତାନ ମଧ୍ୟ ଭାରତକୁ ଜବାବ ଦେବାକୁ ଚେଷ୍ଟା କରୁଛି। ହେଲେ…