ଓଟିଟି ପ୍ଳାଟଫର୍ମରୁ ହଟିବ ପାକିସ୍ତାନୀ ବିଷୟବସ୍ତୁ, କେନ୍ଦ୍ର ସରକାରଙ୍କ କଡା ନିର୍ଦ୍ଦେଶ
ନୂଆଦିଲ୍ଲୀ : ଜାତୀୟ ନିରାପତ୍ତାକୁ ଦୃଷ୍ଟିରେ ରଖି ଭାରତରେ କାର୍ଯ୍ୟ କରୁଥିବା ସମସ୍ତ ଓଟିଟି ପ୍ଲାଟଫର୍ମ, ମିଡିଆ ଷ୍ଟ୍ରିମିଂ ପ୍ଲାଟଫର୍ମ ଏବଂ ମଧ୍ୟସ୍ଥମାନଙ୍କୁ ପାକିସ୍ତାନର ସମସ୍ତ ୱେବ୍-ସିରିଜ୍, ଚଳଚ୍ଚିତ୍ର, ଗୀତ, ପଡକାଷ୍ଟ ଏବଂ ଅନ୍ୟାନ୍ୟ ଷ୍ଟ୍ରିମିଂ ମିଡିଆ ବିଷୟବସ୍ତୁକୁ ତୁରନ୍ତ ବନ୍ଦ…