ଅତିକମ୍ରେ ନିପାତ ହୋଇଛନ୍ତି ୧୦୦ ଆତଙ୍କୀ : ରାଜନାଥ
ନୂଆଦିଲ୍ଲୀ: ଦିଲ୍ଲୀ ସଂସଦ ଭବନରେ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି। ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ବଡ ସୂଚନା ଦେଇଛନ୍ତି। ସେ କହିଛନ୍ତି ଅପରେସନ୍ ସିନ୍ଦୂରରେ ଅତିକମ୍ରେ ୧୦୦ ଆତଙ୍କବାଦୀ ନିପାତ ହୋଇଛନ୍ତି। ୨୫ ମିନିଟ୍ ଭିତରେ…