ଏୟାର ଷ୍ଟ୍ରାଇକ୍ରେ ମାସୁଦ ଅଜହର ପରିବାର ଶେଷ: ୧୦ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ଭାରତ ପାକିସ୍ତାନକୁ ଏକ ଶକ୍ତ ଝଟକା ଦେଇଛି। ସେନା, ନୌସେନା ଏବଂ ବାୟୁସେନାର ମିଳିତ ଅପରେସନରେ ୧୦୦ରୁ ଅଧିକ ଆତଙ୍କବାଦୀ ନିହତ ହୋଇଛନ୍ତି। ଭାରତ ଏହି ଅଭିଯାନର ନାମ ଅପରେସନ ସିନ୍ଦୂର ଦେଇଛି। ଭାରତୀୟ ସେନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ…