ଯୋଜନାବଦ୍ଧ ସହର ସଂଖ୍ୟା ୩୦ ପ୍ରତିଶତକୁ ବୃଦ୍ଧି କରିବାକୁ ଓଡିଶା ସରକାରଙ୍କ ଯୋଜନା: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ୱର: ବିକଶିତ ଓଡ଼ିଶା ୨୦୩୬ର ଦୃଷ୍ଟିକୋଣ ଅନୁଯାୟୀ ଯୋଜନାବଦ୍ଧ ସହର ସଂଖ୍ୟା ବୃଦ୍ଧି କରିବାକୁ ଲକ୍ଷ୍ୟ ଓଡ଼ିଶା ସରକାର ରଖିଛନ୍ତି। ଏସମ୍ପର୍କରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସୋମବାର କହିଛନ୍ତି। ଭୁବନେଶ୍ୱରରେ ତାଙ୍କ ବିଭାଗ ଅଧୀନରେ…
