ମଝି ଚିଲିକାରେ ଦୁଇ ପର୍ଯ୍ୟଟକ ଡଙ୍ଗା ମଧ୍ୟରେ ଧକ୍କା, ୨ ଗୁରୁତର

ବ୍ରହ୍ମଗିରି: ସୋମବାର ଅପରାହ୍ନରେ ମଝି ଚିଲିକାରେ ଦୁଇଟି ପର୍ଯ୍ୟଟକ ଡଙ୍ଗା ମୁହାଁମୁହିଁ ଧକ୍କା ହୋଇଛି । ଡଙ୍ଗାରେ ଥିବା ଦୁଇ ଜଣ ପର୍ଯ୍ୟଟକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଅପରାହ୍ନରେ ସାତପଡାରୁ ଏକ ପର୍ଯ୍ୟଟକ ଡଙ୍ଗାରେ ୮ ଜଣ ବଙ୍ଗୀୟ…

ପୁଣି ନକ୍ସଲ ହିଂସା: ଗ୍ରାମବାସୀକୁ ପୁଲିସ ଇନଫର୍ମର ସନ୍ଦେହରେ ନିର୍ମମ ହତ୍ୟା କଲେ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡରେ ଏବେ ନକ୍ସଲ ପୁଲିସର ଘନ ଘନ ଆକ୍ରମଣରେ ଲୁଚିବାକୁ ପ୍ରୟାସ କରୁଛନ୍ତି। ନିଜର କ୍ଷତି ଦେଖି ନକ୍ସଲ ଏବେ ହଡବଡେଇ ଯାଉଛନ୍ତି। ଲୋକଙ୍କ ମନରେ ଭୟ ଜାତ କରିବା ପାଇଁ ନକ୍ସଲ କାପୁରୁଷତା କାମ କରୁଛନ୍ତି।…

ପ୍ରୟାଗରାଜକୁ କୋରାପୁଟରୁ ଗଢ଼ିଲା ସରକାରୀ ବସ୍

କୋରାପୁଟ: ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ପକ୍ଷରୁ ମହାକୁମ୍ଭମେଳା ପାଇଁ ସ୍ଵତନ୍ତ୍ର ଡବଲ ଏକ୍ସଲ ଭଲବୋ ବସ୍ ସେବାର ଆୟୋଜନ କରିଛନ୍ତି। ସୋମବାର କୋରାପୁଟରୁ ପ୍ରୟାଗରାଜକୁ ଏକ ସରକାରୀ ବସ୍‌ର ଶୁଭାରମ୍ଭ କରାଯାଇଛି। ଏହି ବସ୍ କୋରାପୁଟରୁ ଅଯୋଧ୍ୟା ଚଳାଚଳ…

ଉତ୍କର୍ଷ ଓଡିଶା କନକ୍ଲେଭରେ ରାଜ୍ୟକୁ ଛୁଟିବ ନିବେଶର ସୁଅ

ଭୁବନେଶ୍ବର : ଉତ୍ସାହିତ ଓଡ଼ିଶା, ଉତ୍ସାହିତ ଶିଳ୍ପସଂଘ। କାଲିଠୁ ଭୁବନେଶ୍ବର ଜନତା ମୈଦାନରେ ଆରମ୍ଭ ହେଉଛି ଦୁଇଦିନିଆ ଶିଳ୍ପ ମହାକୁମ୍ଭ- ଉତ୍କର୍ଷ ଓଡିଶା କନକ୍ଲେଭ୍। ବଡ଼ କଥା ହେଉଛି ପ୍ରଥମଥର ପାଇଁ ପୁଞ୍ଜିନିବେଶକଙ୍କୁ ଆକୃଷ୍ଟ କରିବାକୁ ଓଡ଼ିଶାରେ ଆୟୋଜିତ ଏ ଶିଳ୍ପପତି…

କାଳ ସାଜିଲା ବିଷାକ୍ତ ଫଳ, ଗୁରୁତର ହୋଇ ୯ ଶିଶୁ କଟକ ଶିଶୁ ଭବନରେ ଭର୍ତ୍ତି

ଯାଜପୁର : ପୁଣି ଅଜଣା ଫଳ ଖାଇ ଗୁରୁତର ହେଲେ ଶିଶୁ । ଧର୍ମଶାଳାରେ ବିଷାକ୍ତ ଫଳ ଖାଇ ଗୁରୁତର ହୋଇଥିବା ୯ ଗୁରୁତର ଶିଶୁଙ୍କୁ କଟକ ଶିଶୁ ଭବନରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ଶିଶୁ ଭବନରେ…

ବେଆଇନ ବାଂଲାଦେଶୀଙ୍କୁ ଭାରତକୁ ଆସିବାକୁ ଦିଅ : ପିତ୍ରୋଡା

ନୂଆଦିଲ୍ଲୀ : ପୁଣି ଥରେ ନିଜର ବିବାଦୀୟ ବୟାନ ପାଇଁ କଂଗ୍ରେସକୁ ସମସ୍ୟାରେ ପକାଇଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସାମ ପିତ୍ରୋଡା । ସେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଭାରତରେ ଆଶ୍ରୟ ଦେବା ସପକ୍ଷରେ ମତ ଦେଇଛନ୍ତି । ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ…

ଓ୍ବାକଫ୍ ସଂଶୋଧନ ବିଲକୁ ଜେପିସିର ମଂଜୁରୀ, ଖୁବଶୀଘ୍ର ସଂସଦରେ ଆଗତ ହେବ

ନୂଆଦିଲ୍ଲୀ : ସଂସଦର ଯୁଗ୍ମ କମିଟି (ଜେପିସି) ସୋମବାର ଓ୍ଵାକଫ୍ ବିଲରେ ହୋଇଥିବା ପରିବର୍ତ୍ତନକୁ ଅନୁମୋଦନ କରିଛି। ସୋମବାର ବସିଥିବା ଚୂଡ଼ାନ୍ତ ବୈଠକରେ ସମସ୍ତ ୪୪ଟି ସଂଶୋଧନ ଉପରେ ଆଲୋଚନା ହୋଇଥିବା ଜେପିସି ସଭାପତି ଜଗଦମ୍ବିକା ପାଲ କହିଛନ୍ତି। ସେଥିମଧ୍ୟରୁ ଏନଡିଏ…

କୁମ୍ଭମେଳା ଦେଖି ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା: ‌ଶେଷ ହୋଇଗଲା ଗୋଟିଏ ପରିବାର

ନୂଆଦିଲ୍ଲୀ: ଆଗ୍ରା ନିକଟରେ ଏକ ଭୟାବହ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ କାରଟି ମିନି ଟ୍ରକ୍ ଭିତରେ ପଶିଯାଇଥିଲା। ଫଳରେ କାର ଭିତରେ ଥିବା ଗୋଟିଏ ପରିବାରର ଚାରିଜଣଙ୍କ ସଦସ୍ୟଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇ ଯାଇଥିଲା।…

ଚୀନ ବିଦେଶ ମନ୍ତ୍ରୀଙ୍କୁ ଭେଟିଲେ ବିକ୍ରମ ମିସ୍ରି

ବେଜିଂ : ବୈଦେଶିକ ସଚିବ ବିକ୍ରମ ମିସ୍ରି ସୋମବାର ଚୀନ୍ ବୈଦେଶିକ ମନ୍ତ୍ରୀ ୱାଙ୍ଗ୍ ୟିଙ୍କୁ ଭେଟି ଦ୍ୱିପାକ୍ଷିକ ସ୍ୱାର୍ଥ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବୈଦେଶିକ ମନ୍ତ୍ରୀ ହେବା ବ୍ୟତୀତ ୱାଙ୍ଗ ଶାସକ କମ୍ୟୁନିଷ୍ଟ ପାର୍ଟିର ଶକ୍ତିଶାଳୀ ରାଜନୈତିକ ବ୍ୟୁରୋର ସଦସ୍ୟ…

ଗଙ୍ଗାରେ ବୁଡ଼ ପକାଇଲେ ଦାରିଦ୍ର୍ୟ ହଟିବନି : ଖଡଗେଙ୍କ କଟାକ୍ଷ

ନୂଆଦିଲ୍ଲୀ : କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ସୋମବାର ମଧ୍ୟପ୍ରଦେଶର ମହୁଠାରେ ‘ଜୟ ବାପୁ, ଜୟ ଭୀମ, ଜୟ ସମ୍ବିଧାନ’ ରାଲିକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ମଲ୍ଲିକାର୍ଜୁନ ଖଡଗେ ବିଜେପି ନେତାଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଗଙ୍ଗାରେ…