ଟଙ୍କା ପାଇଁ ପ୍ରେମିକ ସହ ମିଶି ବାପା-ମା’ ଓ ସାନ ଭଉଣୀଙ୍କୁ ହତ୍ୟା
ବେଙ୍ଗାଲୁରୁ : ଜଣେ ମହିଳା ତା’ର ପ୍ରେମିକ ସହ ମିଶି ବାପା, ମା’ ଓ ଭଉଣୀଙ୍କୁ ହତ୍ୟା କରିଛନ୍ତି। ହତ୍ୟାର ଶିକାର ବ୍ୟକ୍ତି ବିଶେଷ ହେଲେ ବେଙ୍ଗାଲୁରୁର ଆରକେ ପୁରମ୍ ଅଞ୍ଚଳର ସୋମାସୁନ୍ଦର (୫୫), ମୁଟ୍ଟୁଲକ୍ଷ୍ମୀ (୪୮) ଓ ତାଙ୍କ ସାନଝିଅ…