ବର୍ଷର ପ୍ରଥମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ; ସମ୍ବିଧାନ, ଗଣତନ୍ତ୍ର ଏବଂ ମହାକୁମ୍ଭ ପ୍ରସଂଗ ଉଠାଇଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ଜାରିଆରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ରେଡିଓ କାର୍ଯ୍ୟକ୍ରମର ୧୧୮ତମ ଭାଗରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରସଂଗରେ ଆଲୋକପାତ କରିଛନ୍ତି । ବାବା ସାହେବ ଭୀମରାଓ ଆମ୍ବେଦକର, ରାଜେନ୍ଦ୍ର…

ପୁଣି ଶ୍ରୀମନ୍ଦିର ଗର୍ଭଗୃହ ଭିଡିଓ ଭାଇରାଲ

ପୁରୀ: କଡା ସୁରକ୍ଷା ସତ୍ବେ ପୁଣି ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ ହୋଇଛି । ବାଙ୍କେ ବିହାରୀ ଅନନ୍ତ ନାମକ ଜଣେ ବ୍ୟକ୍ତିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶ୍ରୀମନ୍ଦିର ବେଢାର ଜଗମୋହନ ଓ ଗରୁଡ଼ ସ୍ତମ୍ଭ ଭିଡ଼ିଓ ଭାଇରାଲ ହୋଇଛି । ବ୍ୟକ୍ତି…

‘ଜମି କେନ୍ଦ୍ର ଦେଉ, ଘର ଦିଲ୍ଲୀ ସରକାର କରିବେ…’, ସଫେଇ କର୍ମଚାରୀଙ୍କୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ କେଜ୍ରିୱାଲ

ଦିଲ୍ଲୀ ନିର୍ବାଚନକୁ ଦୃଷ୍ଟିରେ ରଖି ଅରବିନ୍ଦ କେଜ୍ରିୱାଲ ଘୋଷଣା ପରେ ଘୋଷଣା କରି ଚାଲିଛନ୍ତି । ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ କେଜ୍ରିୱାଲ ଆଜି ମଧ୍ୟ ସାମ୍ବାଦିକ ସମ୍ମିଳନୀ କରି ଏକ ନୂଆ ଘୋଷଣା…

ରାଜ୍ୟରେ ସଡ଼କ ଦୁର୍ଘଟଣାରେ ମିଳିବ ତ୍ୱରିତ ଚିକିତ୍ସା

ଭୁବନେଶ୍ୱର: ସଡ଼କ ଦୁର୍ଘଟଣାରେ ଆପାତକାଳୀନ ଚିକିତ୍ସା କ୍ଷେତ୍ରରେ ଓଡ଼ିଶା ଆଉ ପାଦେ ଆଗକୁ ବଢିଛି । ଓଡ଼ିଶା ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ସଡ଼କ ଦୁର୍ଘଟଣାରେ ତ୍ଵରିତ ଚିକିତ୍ସା ଯୋଗାଇ ଦେବା ପାଇଁ ଏକ ବୈଠକରେ…

ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ ଘଟଣା, ୫ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲା ଗିରଫ ଅଭିଯୁକ୍ତ

ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଛୁରି ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ଯୁବକକୁ ପୋଲିସ ୫ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ନିଆଯାଇଛି । ଆଜି ସକାଳେ ଗିରଫ ହୋଇଥିବା ଯୁବକକୁ କୋର୍ଟରେ ହାଜର କରାଯାଇଥିଲା । ସେଠାରେ…

ଆହୁରି ୫ ଦିନ ଶୀତରେ ଥରିବ ଓଡିଶା: ଘନ କୁହୁଡି ନେଇ ୪ ଜିଲ୍ଲାକୁ ସତର୍କତା

ଭୁବନେଶ୍ଵର: ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରୀ । ଏହା ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ । ଏହା ସାଙ୍ଗକୁ କଲବଲ କରିବ ଘନ କୁହୁଡି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୁତ…

ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିଲେ, ସିଏ ହିଁ ନବ ଦାସ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ

ଝାରସୁଗୁଡ଼ା: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପଛର ଖଳନାୟକମାନେ ସାମ୍ନାକୁ ଆସିବା ଦରକାର। ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ, ତାହା ଆଜି ପ୍ରମାଣିତ ହେବାକୁ ଯାଉଛି। ଆଜି ଏଭଳି ଚାଞ୍ଚଲ୍ୟକର…

ବଢିଲା ଅଫିସରଙ୍କ ଗାଡ଼ି ଭଡ଼ା

ଭୁବନେଶ୍ଵର: ବର୍ତ୍ତମାନ ଫେବୃୟାରୀ ପହିଲାରୁ ଅଫିସରମାନଙ୍କୁ ଗାଡ଼ି ଉପଯୋଗ ପାଇଁ ବର୍ଦ୍ଧିତ ଦର ଦେବାକୁ ପଡ଼ିବ । ବଢୁଥିବା ତେଲ ଦର କାରଣରୁ ଅଫିସରମାନେ ବ୍ୟବହାର କରୁଥିବା ଗାଡ଼ିର ଭଡ଼ା ପରିମାଣକୁ ରାଜ୍ୟ ସରକାର ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ।…

ଖଣ୍ଡଗିରି ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳତା, ଜାରି ହେବ ମାର୍ଗଦର୍ଶିକା: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର : ଖଣ୍ଡଗିରି ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳତା । ଏନେଇ ଖୁବ ଶୀଘ୍ର ଜାରି ହେବ ମାର୍ଗଦର୍ଶିକା । ଅଶ୍ଳୀଳତାକୁ ନେଇ ସରକାର ମାଗଦର୍ଶିକା ଆଣିବେ ବୋଲି କହିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ଯାତ୍ରା କମିଟି, କଳାକାର…

ଭିତରକନିକାରେ ବଢିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା

କେନ୍ଦ୍ରାପଡା: ଚଳିତ ବର୍ଷ ଭିତରକନିକାରେ ବଢିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା । ଗତବର୍ଷ ତୁଳନାରେ ଭିତରକନିକାରେ ୧୯୩ଟି ଅଧିକ ବିଦେଶୀ ପକ୍ଷୀଙ୍କ ଆସର ଜମିଛି । ଚଳିତ ବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି ।…