ବିଜେପିର ସଂକଳ୍ପ ପତ୍ରକୁ ଟାର୍ଗେଟ କଲେ ଆପ ସାଂସଦ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଦଳଗୁଡ଼ିକ ପରସ୍ପର ଉପରେ ଦୋଷ ଲଦୁଛନ୍ତି। ଏହି ସମୟରେ, ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ଏବଂ ସାଂସଦ ସଞ୍ଜୟ ସିଂହ ପାଲମ ଏବଂ ନଜଫଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ସାଧାରଣ ସଭାକୁ ସମ୍ବୋଧିତ…

ନୟାଗଡ଼ ଜିଲ୍ଲାର ମାଟି ତଳେ ରହିଛି ଲିଥିୟମ

ଭୁବନେଶ୍ୱର : ନୟାଗଡ଼ ଜିଲ୍ଲାର ମାଟି ତଳେ ଲିଥିୟମ ଥିବା ସଙ୍କେତ ମିଳିଛି । ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆ-ଜିଏସଆଇ ଏନେଇ ସଙ୍କେତ ଦେଇ । ଲିଥିୟମ୍ , କପର ଆଦି କ୍ରିଟିକାଲ ମିନେରାଲ ଖୋଜା ଉପରେ ଗୁରୁତ୍ବ ଦେଉଛନ୍ତି କେନ୍ଦ୍ର…

ଭିତରକନିକାରେ ଆରମ୍ଭ ହୋଇଛି କୁମ୍ଭୀର ଗଣନା, ନିୟୋଜିତ ହୋଇଛନ୍ତି ୨୨ଟି ଟିମ୍

ପଟ୍ଟାମୁଣ୍ଡାଇ: ଭିତରକନିକାରେ ଆରମ୍ଭ ହୋଇଛି କୁମ୍ଭୀର ଗଣନା । ଆଜିଠୁ ୨୨ ଯାଏଁ ଭିତରକନିକାରେ ଚାଲିବ କୁମ୍ଭୀର ଗଣନା । କୁମ୍ଭୀର ଗଣନା ପାଇଁ ଭିତରକନିକାର ୫ଟି ରେଂଜରେ ୨୨ଟି ଟିମ୍ ନିୟୋଜିତ ହୋଇଛନ୍ତି । ପ୍ରତ୍ୟେକ ଟିମ୍‌ରେ ୭/୮ ଜଣ…

ଆମେରିକାରେ ଟିକଟକ ବନ୍ଦ

ନୂଆଦିଲ୍ଲୀ: ଆମେରିକାରେ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଟିକଟକ୍ ବନ୍ଦ ହୋଇଯାଇଛି। ଶନିବାର ବିଳମ୍ବିତ ରାତିରେ ଟିକଟକ୍ ଆମେରିକାରେ କାମ କରିବା ବନ୍ଦ କରିଦେଇଥିଲା। ଏହା ଆପଲ୍ ଓ ଗୁଗୁଲ୍ ଆପ୍ ଷ୍ଟୋରରୁ ମଧ୍ୟ ଅଦୃଶ୍ୟ ହୋଇଯାଇଛି। ବର୍ତ୍ତମାନ ଆମେରିକାରେ ଏହି ଆପ୍…

ହାଇ ପ୍ରୋଫାଇଲ ଠକ ହଂସିତାଙ୍କ ପାଇଁ ବଢୁଛି ଅଡୁଆ, ଯୁବତୀ ଚାଲାଣ ନେଇ ମାମଲା ରୁଜୁ

ଭୁବନେଶ୍ୱର : ହାଇ ପ୍ରୋଫାଇଲ ଠକ ହଂସିତା ଅଭିଲିପ୍ସାଙ୍କ ପାଇଁ ବଢୁଛି ଅଡୁଆ । ତାଙ୍କ ନାଁରେ ଆଉ ଏକ ମାମଲା ରୁଜୁ କଲା ଇନଫୋସିଟି ଥାନା ପୋଲିସ । ସ୍ପେଶିଆଲ କ୍ରାଇମ୍ ୟୁନିଟର ତଦନ୍ତକାରୀ ଅଧିକାରୀ ମାନସ ସ୍ୱାଇଁ ଙ୍କ…

ଛତିଶଗଡ ଏନ୍‌କାଉଣ୍ଟର: ବଢିଲା ମାଓବାଦୀଙ୍କ ମୃତ୍ୟୁ ସଂଖ୍ୟା

ମାଲକାନଗିରି: ଗତ ୧୬ ଜାନୁଆରୀରେ ବିଜାପୁର- ସୁକୁମା ଜଙ୍ଗଲରେ ଘଟିଥିବା ଏନ୍‌କାଉଣ୍ଟରରେ ୧୨ ନୁହେଁ ବରଂ ୧୮ ଜଣ ମାଓବାଦୀ ନିହତ ହୋଇଛନ୍ତି । ପ୍ରେସ୍‌ ରିଲିଜ୍‌ରେ ଏନେଇ ସୂଚନା ଦେଇଛନ୍ତି ଦକ୍ଷିଣ ବସ୍ତର ଡିଭିଜିନାଲ୍ ସଚିବ । ଏନ୍‌କାଉଣ୍ଟରରେ ମାଓ…

ମହାକୁମ୍ଭରେ ଭୀଷଣ ନିଆଁ, ଜଳିଗଲା ୨୫ଟି ଶିବିର

ପ୍ରୟାଗରାଜ : ପ୍ରୟାଗରାଜଠାରେ ଚାଲିଥିବା ମହାକୁମ୍ଭ ମେଳା ଅଞ୍ଚଳରେ ନିଆଁ ଲାଗିଥିବା ଖବର ମିଳିଛି । ଏହି ନିଆଁ ଏତେ ଭୀଷଣ ଥିଲା ଯେ ଦୂରରୁ ନିଆଁ ଦୃଶ୍ୟମାନ ହେଉଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି।…

ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣା, ସିବିଆଇ ତଦନ୍ତ ପାଇଁ ଲିଖିତ ଦେବୁ ବୋଲି କହିଲେ ଦୀପାଳି

ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାରେ CBI ତଦନ୍ତ ପାଇଁ ଲିଖିତ ଦେବୁ। ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ଜଣାଇବୁ ବୋଲି ପ୍ରତିକ୍ରିୟା ରଖିଛନ୍ତି ଝିଅ ଦୀପାଳି ଦାସ। ଏନେଇ ପରିବାର ସହ ଆଲୋଚନା ହୋଇଛି। ଆଗାମୀ…

ଆସନ୍ତା ୨୨ରେ ବେଟି ବଚାଓ ବେଟି ପଢ଼ାଓ ଉତ୍ସବ

ଭୁବନେଶ୍ଵର: ଆସନ୍ତା ୨୨ ତାରିଖରେ ବେଟି ବଚାଓ ବେଟି ପଢ଼ାଓ ଉତ୍ସବ । କଳିଙ୍ଗ ଷ୍ଟାଡିୟମରେ ସ୍ବତନ୍ତ୍ର ଭାବେ ପାଳିତ ହେବ ଏହି ଉତ୍ସବ । ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଏହାର ଆୟୋଜନ କରିବ । ଏନେଇ ସମସ୍ତ…

ଦେଶର ଶ୍ରେଷ୍ଠ ୫ ରାଜ୍ୟ ଭିତରେ ରହିବ ଓଡ଼ିଶା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ୨୦୩୬ ସୁଦ୍ଧା ଓଡ଼ିଶାକୁ ସମୃଦ୍ଧ ଓଡ଼ିଶାରେ ପରିଣତ କରିବୁ । ଦେଶର ଶ୍ରେଷ୍ଠ ୫ ରାଜ୍ୟ ଭିତରେ ରହିବ ଓଡ଼ିଶା । ଶନିବାର ସାମ୍ବାଦିକ ସମ୍ମିଳନୀ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସିଙ୍ଗାପୁର ସରକାରଙ୍କ…