ତଦନ୍ତକାରୀ ପୋଲିସ ଅଧିକାରୀଙ୍କୁ ମିଳିବ ବାଇକ୍ ସହ ତଦନ୍ତ ସମ୍ପର୍କିତ କିଟ୍ : ଡ଼ିଜିପି

ଭୁବନେଶ୍ବର ୧୮।୧: ତଦନ୍ତକାରୀ ପୋଲିସ ଅଧିକାରୀଙ୍କୁ ମିଳିବ ବାଇକ୍ । ଏଥିସହିତ ତଦନ୍ତକାରୀ ଅଧିକାରୀଙ୍କୁ ମିଳିବ ତଦନ୍ତ ସମ୍ପର୍କିତ କିଟ୍ । ପ୍ରଥମ ପର୍ଯ୍ୟାୟରେ ୨୫୦୦ ବାଇକ୍ ଥାନାକୁ ଦିଆଯିବ ବୋଲି ପୋଲିସ ଡିଜି ୱାଇ.ବି. ଖୁରାନିଆ କହିଛନ୍ତି । ଇନଭେଷ୍ଟିଗେସନ…

ଗଞ୍ଜାମ ଜିଲ୍ଲାରେ ବିଜେପିକୁ ବଡ଼ ଝଟକା, ବିଜେଡିରେ ମିଶିଲେ ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତ ପ୍ରତିନିଧି

ଭୁବନେଶ୍ବର ୧୮।୧: ଗଞ୍ଜାମ ଜିଲ୍ଲାରେ ବିଜେପିକୁ ବଡ଼ ଝଟକା । ବିଜେଡିରେ ମିଶିଲେ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତ ପ୍ରତିନିଧି । ବୁରୁପଡା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ନେତୃତ୍ୱରେ ଶତାଧିକ ଲୋକ ବିଜେପି ଛାଡ଼ି ବିଜେଡିରେ ସାମିଲ…

ଘୁ.ଉଦୟଗିରିରେ ୩ ଦିନ ଧରି ତୁଷାରପାତ ଜାରି: ତାପମାତ୍ରା ୫ ଡିଗ୍ରିକୁ ଖସିଲା

ଘୁ.ଉଦୟଗିରି: ଓଡ଼ିଶାର ଦାର୍ଜିଲିଂ ଭାବେ ପରିଚିତ ସବୁଠାରୁ କମ୍ ତାପମାତ୍ରା ଏବଂ ଥଣ୍ଡାର ସହର ଘୁ.ଉଦୟଗିରିରେ ଦିନକୁ ଦିନ ତାପମାତ୍ରା ନିମ୍ନଗାମୀ ହେବା ସହ ପ୍ରବଳ ଥଣ୍ଡାରେ ସାରା ଅଞ୍ଚଳ ଥରୁଛି । ହାତଗୋଡ଼ କୋଲ ମାରୁଛି । କୃଷି ବିଜ୍ଞାନ…

ପ୍ରାୟ ୪ ଲକ୍ଷ ଆୟକରଦାତା ରାସନ ନେଉଥିଲେ !

ଭୁବନେଶ୍ୱର : ରାସନ କାର୍ଡ ସମ୍ପର୍କରେ ଶନିବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚାଞ୍ଚଲ୍ୟକର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ପ୍ରାୟ ୪ ଲକ୍ଷ ଆୟକରଦାତା ମଧ୍ୟ ରାସନ ନେଉଥିଲେ। ପ୍ରକୃତ ସତ୍ୟାସତ୍ୟ ଜାଣିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ…

୫ ଦିନ ପାଇଁ ଶୀତରେ ଥରିବ ଟୁଇନ୍ ସିଟି: ତାପମାତ୍ରା ୧୧ରୁ ୧୩ ଡିଗ୍ରି ହେବା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଟୁଇନ୍ ସିଟି କଟକ ଏବଂ ଭୁବନେଶ୍ୱରର ରାତିର ସର୍ବନିମ୍ନ ତାପମାତ୍ରା ୧୧ ରୁ ୧୩ ଡିଗ୍ରି ସେଲସିୟସ ମଧ୍ୟରେ ରହିବ ବୋଲି ଆଇଏମଡି ପୂର୍ବାନୁମାନ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର…

ପୁଣି ବିମାନବନ୍ଦରରୁ ନିଶାଦ୍ରବ୍ୟ ଜବତ, ପ୍ରାୟ ୪ କୋଟି ଟଙ୍କା ମାରିଜୁଆନ ଜବତ କଲା କଷ୍ଟମ ବିଭାଗ

ଭୁବନେଶ୍ବର ୧୮।୧: ପୁଣି ବିମାନବନ୍ଦରରୁ ନିଶା ଦ୍ରବ୍ୟ ଜବତ । ୭ କେଜିର ମାରିଜୁଆନ ନିଶାଦ୍ରବ୍ୟ ଜବତ କଲା କଷ୍ଟମ ବିଭାଗ । ବ୍ୟାଙ୍କକ୍ ରୁ ଆସୁଥିଲା ନିଶା ଦ୍ରବ୍ୟ । ନିଶାଦ୍ରବ୍ୟ ଆଣି ଆସୁଥିବା ଜଣେ ବ୍ୟକ୍ତି ଅଟକ ।…

ନକ୍ସଲ ସୁଡଙ୍ଗ ଠାବ, ସୁଡଙ୍ଗରେ ବୋମା ଓ ବନ୍ଧୁକ ତିଆରି କାରଖାନା

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁର,ସୁକମା ଏବଂ ତେଲେଙ୍ଗାନା ସୀମାରେ ଗତ ଦୁଇ ଦିନ ତଳେ ହୋଇଥିବା ବଡ଼ ଧରଣର ଅପରେସନରେ ୧୨ ଜଣ ନକ୍ସଲ ମୃତ୍ୟୁ ବରଣ କରିଥିଲେ। ଏଥିରେ ୫ ଜଣ ମହିଳା ନକ୍ସଲ ଥିବାବେଳେ ୭…

ହିତାଧିକାରୀଙ୍କୁ ସମ୍ପତ୍ତି କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ରାୟଗଡା: ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସୀ ମାଧ୍ୟମରେ ସାରା ଭାରତରେ ‘ସ୍ୱାମୀତ୍ୱ’ ଯୋଜନାର ଶୁଭାରମ୍ଭ କରିଛନ୍ତି । ହିତାଧିକାରୀଙ୍କୁ ସମ୍ପତି ପତ୍ର ବଣ୍ଟନ କରିବା ସହ ଦେଶର ୫ ଜଣ ହିତାଧିକାରୀଙ୍କ ସହ ଆଭାସୀରେ ପ୍ରଧାନମନ୍ତ୍ରୀ ବାର୍ତାଳାପ…

ରାଜଭବନ ଲୋକଙ୍କ ନିକଟତର ହେବ: ରାଜ୍ୟପାଳ

ଭୁବନେଶ୍ୱର: ରାଜଭବନ ସାଧାରଣ ଲୋକଙ୍କ ପାଇଁ ଖୋଲିବା ଦରକାର ବୋଲି ଦାୟିତ୍ୱ ନେବା ପରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିିି ଗଣମାଧ୍ୟମକୁ ପ୍ରଥମ ପ୍ରତିକ୍ରିୟା ଦେଇ କହିଛନ୍ତି। ବର୍ଷକୁ ଥରେ କିମ୍ବା ୨ ଥର ଖୋଳିବା ଉଚିତ। ଏହା ଜନତାଙ୍କ ପାଇଁ…

୯୩୩ ପୁଲିସ ସବ-ଇନ୍ସପେକ୍ଟର ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞାପନ, ଜାନୁଆରୀ ୨୦ରୁ ଆବେଦନ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ୯୩୩ଟି ସବ-ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞାପନ ପ୍ରକାଶ ପାଇଛି। ଆସନ୍ତା ଜାନୁଆରୀ ୨୦ରୁ ଏଥିପାଇଁ ଅନଲାଇନ ଆବେଦନ କରିହେବ। ଓଡିଶା ପୁଲିସ ୱେବସାଇଟ https://www.odishapolice.gov.in ରେ ଦିଆଯାଇଥିବା ସୂଚନା ଅନୁଯାୟୀ, ମୋଟ…