ଆରଜି କର ଦୁଷ୍କର୍ମ ଓ ହତ୍ୟା ଘଟଣା: ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ, ସୋମବାର ଦଣ୍ଡ ଶୁଣାଣି

କୋଲକାତା : କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍‌ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ ହୋଇଛି। ସିଆଲଦାହର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‌ଙ୍କ କୋର୍ଟ ତାକୁ…

ଚାମ୍ପିୟନ୍ସ ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ : ଚାମ୍ପିୟନ୍ସ ଟ୍ରଫି ପାଇଁ ଆଜି ଘୋଷଣା ହୋଇଛି ଭାରତୀୟ ଦଳ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଖେଳିବ ଦଳ। ଶୁବମନ ଗିଲଙ୍କୁ ଉପ-ଅଧିନାୟକ କରାଯାଇଥିବା ବେଳେ ଯଶପ୍ରୀତ ବୁମ୍ରା ଓ ମହମ୍ମଦ ଶାମି ସ୍କ୍ୱାଡ୍‌ରେ ସ୍ଥାନ ପାଇଛନ୍ତି। ୨୦୨୩ ଦିନିକିଆ…

‘ଖୁବଶୀଘ୍ର ଓଡ଼ିଶା ଏକ ଯୌତୁକ ମୁକ୍ତ ରାଜ୍ୟ ହେବ’

ଭୁବନେଶ୍ୱର: ଶୁକ୍ରବାର ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନର କନଭେନସେନ ସେଣ୍ଟରରେ ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପ ଜିଲ୍ଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା…

ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

କଟକ : ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି । ଓଡିଶା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା। ଆସନ୍ତା ୧୯ ତାରିଖରେ ଅଵସର ନେବେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ…

ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର: ମନୁ ଭାକର ଓ ଗୁକେଶଙ୍କ ସମେତ ୪ କ୍ରୀଡ଼ାବିତ୍‌ ଖେଳରତ୍ନରେ ସମ୍ମାନିତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ପ୍ୟାରିସ୍‌ ଅଲିମ୍ପିକ୍‌ରେ ଦୁଇ ଦୁଇଟି ପଦକ ଜିତିଥିବା ମହିଳା ସୁଟର ମନୁ ଭାକର ଓ ବିଶ୍ଵ ଚେସ୍‌ ଚମ୍ପିଆନ୍‌…

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା; ଶିରିଡ଼ିକୁ ଗଲେ ୮୦୦ ବରିଷ୍ଠ ନାଗରିକ

ଭୁବନେଶ୍ଵର: ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅଧୀନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପେଶାଲ୍ ଟ୍ରେନର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ଵର ରେଳ ଷ୍ଟେସନରେ ସବୁଜ ପତାକା ଦେଖାଇ ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଦିଷ୍ଟ ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରା ଟ୍ରେନ୍‌ର…

ଡାଲମିଆ ସିମେଣ୍ଟ କାରଖାନାରେ ଅଘଟଣ, ୨୧ ଘଣ୍ଟା ପରେ ମୁହଁ ଖୋଲିଲା କଂପାନୀ

ସୁନ୍ଦରଗଡ଼/ ରାଜଗାଙ୍ଗପୁର: ରାଜଗାଙ୍ଗପୁର ଡାଲ୍‌ମିଆ ସିମେଣ୍ଟ ଭାରତ ଲିମିଟେଡ୍‌ (ଡିସିବିଏଲ୍‌) କାରଖାନାରେ ଘଟିଥିବା ବଡ଼ ଅଘଟଣ ଘଟିବାର ୨୧ ଘଣ୍ଟା ପରେ ପ୍ରେସ ଇସ୍ତାହାର ଦେଇ ମୁହଁ ଖୋଲିଛି ଡାଲମିଆ ସିମେଣ୍ଟ କମ୍ପାନୀ। ୩ଜଣ ନିଖୋଜ ଥିବା କଂପାନୀ ସ୍ବୀକାର କରିଛି।…

ଏଲନ ମସ୍କ ବାହାର କଲେ ନିଯୁକ୍ତି: କହିଲେ, ‘ଡିଗ୍ରୀ ଦରକାର ନାହିଁ, ବାସ୍ ଏତିକି କାମ ଆସୁଥିବା ଦରକାର’

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଏକ୍ସର ମାଲିକ ଏଲନ ମସ୍କ ଏଥର ନିଜ ପୋଷ୍ଟକୁ ନେଇ ପୁଣି ଚର୍ଚ୍ଚାରେ ଅଛନ୍ତି । ମସ୍କ ଏକ୍ସରେ ଭିନ୍ନ ଢଙ୍ଗରେ ନିଯୁକ୍ତି ପାଇଁ ପୋଷ୍ଟ କରିଛନ୍ତି । ମସ୍କ ପୋଷ୍ଟରେ ଲେଖିଛନ୍ତି କି…

ଓଡ଼ିଶାରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍‍ମନ ସନ୍‍ମୁଗ୍‍ରତ୍ନମ

ଭୁବନେଶ୍ବର: ସିଙ୍ଗାପୁର ରାଷ୍ଟ୍ରପତି ଥର୍‍ମନ ସନ୍‍ମୁଗ୍‍ରତ୍ନମ ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । ଏହି ଦୁଇ ଦିନ ମଧ୍ୟରେ…

ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବଢ଼ାଇଲେ ଓଡ଼ିଶା ସରକାର

ଭୁବନେଶ୍ବର: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ କାର୍ଯ୍ୟରତ) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ମାସିକ ପାରିଶ୍ରମିକ ୧୧,୧୦୦ରୁ ୧୬ ହଜାର…