୨୦ରେ ଶପଥ ନେବେ ଟ୍ରମ୍ପ
ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଭାବେ ଜୋ ବାଇଡେନଙ୍କ ୪ବର୍ଷିଆ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ଆସନ୍ତା ୨୦ ତାରିଖରେ ନୂଆ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ଗ୍ରହଣ କରିବେ। କାର୍ଯ୍ୟକାଳ ଶେଷ ପରେ ବାଇଡେନ ହ୍ବାଇଟ୍ ହାଉସରେ ଦେଇଥିବା ବିଦାୟକାଳୀନ…
ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଭାବେ ଜୋ ବାଇଡେନଙ୍କ ୪ବର୍ଷିଆ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ଆସନ୍ତା ୨୦ ତାରିଖରେ ନୂଆ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ଗ୍ରହଣ କରିବେ। କାର୍ଯ୍ୟକାଳ ଶେଷ ପରେ ବାଇଡେନ ହ୍ବାଇଟ୍ ହାଉସରେ ଦେଇଥିବା ବିଦାୟକାଳୀନ…
ଛତ୍ରପୁର: ଅଦିନିଆ ବର୍ଷାରେ ରାଜ୍ୟରେ ସବୁଠୁ ଅଧିକ ଫସଲ କ୍ଷତି ଗଞ୍ଜାମ ଜିଲ୍ଲାରେ ହୋଇଛି। ଏନେଇ ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରି ସମୀକ୍ଷା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଫସଲ…
ସମ୍ବଲପୁର: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆଇଟି ରେଡ୍। ସକାଳୁ ସକାଳୁ ତାଙ୍କ ଘରେ ପଶିଛି ଆୟକର ବିଭାଗ। ସୁପର୍କ୍ଲାସ ଠିକାଦାର ବ୍ରଜ କିଶୋର ଦାସଙ୍କ ଘରେ ଆଇଟି ଚଢଉ କରିଥିବା ସୂଚନା ମିଳିଛି। ଭୁବନେଶ୍ବର ଓ…
ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜେପି ତା’ର ନିର୍ବାଚନୀ ଇସ୍ତାହାର ବା ସଙ୍କଳ୍ପ ପତ୍ର ଘୋଷଣା କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଏହି ସଙ୍କଳ୍ପ ପତ୍ର ଜାରି କରିଛନ୍ତି। ଏଥିରେ ମହିଳାଙ୍କୁ…
ପୁରୀ : ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ କାର୍ଯ୍ୟାବଳୀ । ଡ୍ଯୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ…
ଭୁବନେଶ୍ୱର: ରାଜ୍ୟରେ ଶୀତର ଲହରୀ ଜାରି ରହିଛି। ଘନ କୁହୁଡ଼ି ପାଇଁ ଆଜି ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ଘନକୁହୁଡ଼ି ଅନୁଭୂତ ହେବ। ୧୦ ଡିଗ୍ରୀ ତଳକୁ ଖସିପାରେ ରାତି ତାପମାତ୍ରା। କଳାହାଣ୍ଡି, କନ୍ଧମାଳ ଓ…
ରାଜଗାଙ୍ଗପୁର: ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ଏକ ସିମେଣ୍ଟ ପ୍ଲାଣ୍ଟରେ କୋଲ୍ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା ପ୍ରକାଶ ପାଇଛି। ଷ୍ଟକ ରଖାଯାଉଥିବା କୋଇଲା ହପର୍ ଭୁଶୁଡ଼ି ପଡ଼ିବାରୁ କାର୍ଯ୍ୟରତ ଶ୍ରମିକମାନେ ଏହା ତଳେ ଚାପି ହୋଇ ରହିଯାଇଛନ୍ତି। ଏକାଧିକ…
ବାରିପଦା: ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୁଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟୟରେ ମୁତୟନ ହେବେ ଏକ ପ୍ଲାଟୁନ ପୁଲିସ ଫୋର୍ସ। ଜଏଣ୍ଟ ଟାସ୍କ ଫୋର୍ସ ସହ ମିଶି ପାଟ୍ରୋଲିଂ ଓ ଚଢ଼ାଉ କରିବେ ବୋଲି ମୟୂରଭଞ୍ଜ ଏସପି ସୂଚନା ଦେଇଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ…
ଭୁବନେଶ୍ୱର,୧୬।୧: ପୁଣି ସକ୍ରିୟ ହୋଇ ଉଠିଲେଣି କାର୍ତ୍ତିକ ପାଣ୍ଡିଆନ। ଏବେ ନବୀନ ନିବାସରେ ଚାଲୁନି ନବୀନ ଦରବାର। ଏବେ ପୁଣି ପାଣ୍ଡିଆନଙ୍କ ହୁକୁମ ଚାଲିଲାଣି। ବିଜେଡିର ସାଂଗଠନିକ କାର୍ଯ୍ୟ ସମ୍ପର୍କରେ ସେ ଏବେ ନେମାଙ୍କ ସହ ଆଲୋଚନା କରୁଛନ୍ତି। ତେବେ ଏସବୁ…
ତେଲ ଅଭିବ: ଅସ୍ତ୍ରବିରତି ଚୁକ୍ତି ପାଇଁ ଚାଲିଥିବା ଆଲୋଚନା ମଧ୍ୟରେ ବି ଇସ୍ରାଏଲର ପ୍ରଚଣ୍ଡ ଆକ୍ରମଣ ଜାରି ରହିଛି । ଗତ ଦୁଇଦିନରେ ଇସ୍ରାଏଲ ଆକ୍ରମଣରେ ଅତି କମରେ ୭୨ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ଗାଜାର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଗୁରୁବାର…