ପଦ୍ମ ବିଜେତାଙ୍କୁ ସମ୍ମାନସୂଚକ ସହାୟତା ଭାବେ ମାସକୁ ମିଳିବ ୩୦ ହଜାର
ଭୁବନେଶ୍ୱର: ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ସରକାରଙ୍କ ପକ୍ଷରୁ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରାଯାଇଛି । ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ମିଳିବ । ଓଡ଼ିଶା ସରକାର ଏହି ସହାୟତା ରାଶି ଘୋଷଣା କରିଛନ୍ତି…
