ଚାର୍ଜ ବସାଇ ଦେଖୁଥିଲେ ଫୋନ; ବଜ୍ରପାତ ଘଟି ଚାଲିଗଲା ଜୀବନ

କୋରାପୁଟ : ଇୟର ଫୋନ୍ ଲଗାଇ ମୋବାଇଲ ଦେଖିବା ବେଳେ ବଜ୍ରାଘାତ । ଫଳରେ ନାବାଳକଙ୍କର ମୃତ୍ୟୁ ଘଟିଛି । କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ କୋସନ୍ଦି ପଞ୍ଚାୟତ ଡାରେଙ୍ଗବା ଗାଁରେ ଏହି ଅଘଟଣ ଘଟିଛି । ମୃତକ ହେଲେ ୧୬…

‘ଜୀବିତ ଅଛନ୍ତି ଇମ୍ରାନ ଖାନ’ ସ୍ପଷ୍ଟୀକରଣ ରଖିଲା ପାକିସ୍ତାନ ସେନା, ମୃତ୍ୟୁ ଗୁଜବକୁ ଖଣ୍ଡନ

ଇସଲାମାବାଦ: ପାକିସ୍ତାନର ଜେଲ୍‌ରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ମୁଖ୍ୟ ଇମ୍ରାନ ଖାନଙ୍କ ମୃତ୍ୟୁ ଘଟିଥିବା ନେଇ ବ୍ୟାପକ ଗୁଜବ ସୃଷ୍ଟି ହୋଇଛି। ଏହି ଚାଞ୍ଚଲ୍ୟକର ଦାବି ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିବା ପରେ…

ଖୁବ୍‌ଶୀଘ୍ର ବଜାରକୁ ଆସିବ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍‌

ନୂଆଦିଲ୍ଲୀ : ଖୁବ୍‌ଶୀଘ୍ର ବଜାରକୁ ପଲିମର (ପ୍ଲାଷ୍ଟିକ୍) ନୋଟ୍‌ ଆସିବାକୁ ଯାଉଛି। ଏଥିପାଇଁ ସରକାର ଆବଶ୍ୟକ ଅନୁମତି ପ୍ରଦାନ କରିଛନ୍ତି। ରାଜ୍ୟସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଇଥିବା ସୂଚନା ଅନୁଯାୟୀ ପରୀକ୍ଷାମୂଳକ ଭାବେ ବଜାରକୁ ୨୦୦ କୋଟି ଟଙ୍କାର ୧୦ ଟଙ୍କିଆ…

‘ହର ଘର ତିରଙ୍ଗା’ ଅଭିଯାନରେ ସାମିଲ ହେବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିବେଦନ

ନୂଆଦିଲ୍ଲୀ : ‘ହର ଘର ତିରଙ୍ଗା’ ଅଭିଯାନରେ ଜନସାଧାରଣଙ୍କୁ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନିବେଦନ କରିଛନ୍ତି। ଏହା ସହ ବିକଶିତ ଭାରତ ଗଠନ ଦିଗରେ ନିଜର ସାମୂହିକ ସଂକଳ୍ପକୁ ଦୋହରାଇବାକୁ ଆହ୍ୱାନ ଦେଇଛନ୍ତି। ମଙ୍ଗଳବାର ଇନଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରି…

ପ୍ରମାଣିତ ହେଲା ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଉପରେ ଲାଗିଥିବା ସବୁ ଅଭିଯୋଗ

ନୂଆଦିଲ୍ଲୀ : ବହୁଚର୍ଚ୍ଚିତ ‘କ୍ୟାସ୍ ଆଟ୍ ହୋମ୍’ ମାମଲାରେ ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ପାଇଁ ବଢ଼ିଛି ଅଡ଼ୁଆ । ତାଙ୍କ ବିରୋଧରେ ତଦନ୍ତ କରୁଥିବା ଲୋକସଭା ଦ୍ୱାରା ଗଠିତ ୩ ଜଣିଆ ତଦନ୍ତ କମିଟି ସମସ୍ତ ୩ଟି ଅଭିଯୋଗ ପ୍ରମାଣିତ ହୋଇଥିବା…

ସରକାରଙ୍କ ବଡ଼ ନିଷ୍ପତ୍ତି, ବର୍ଷେ ଯାଏଁ କର୍ଣ୍ଣାଟକରେ ମିଳିବନି ଗୁଟଖା

ବେଙ୍ଗାଲୁରୁ : କର୍ଣ୍ଣାଟକ ସରକାରଙ୍କ ବଡ଼ ନିଷ୍ପତ୍ତି । ବର୍ଷକ ପାଇଁ ରାଜ୍ୟରେ ତମାଖୁ ଓ ନିକୋଟିନ ସାମଗ୍ରୀ ଥିବା ସମସ୍ତ ପ୍ରକାର ଗୁଟଖା ଓ ପାନ ମସଲା ଉପରେ ବ୍ୟାନ ଲଗାଇଛନ୍ତି । ଅଗଷ୍ଟ ୧୦ ତାରିଖରେ ଏକ ବିଜ୍ଞପ୍ତି…

୧୦୦୦ ଛୁଇଁପାରେ କଲମ୍ବିଆ ଭୂକମ୍ପ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ : ବଢି ବଢି ଚାଲିଛି କଲମ୍ବିଆ ଭୂକମ୍ପ ମୃତ୍ୟୁ ସଂଖ୍ୟା । କଲମ୍ବିଆ ଭୂମିକମ୍ପରେ ସରକାରୀ ଭାବେ ମୃତ୍ୟୁସଂଖ୍ୟା ୨୫୪କୁ ବୃଦ୍ଧି ପାଇଛି । ଅତିକମରେ ୨,୭୦୦ ଜଣ ନିଖୋଜ ଥିବାବେଳେ ୧,୬୦୦ଟି ଅଟ୍ଟାଳିକା କ୍ଷତିଗ୍ରସ୍ତ କିମ୍ବା ଧ୍ୱଂସ ହୋଇଛି…

ମୁମ୍ବାଇ କୁର୍ଲାରେ ଭୂସ୍ଖଳନ: ୬ ମୃତ

ମୁମ୍ବାଇ : ମହାରାଷ୍ଟ୍ର ମୁମ୍ବାଇ କୁର୍ଲାର ଚିରାଗ ନଗର ଅଞ୍ଚଳରେ ବଡ଼ ଅଘଟଣ । କୁର୍ଲାର ଚିରାଗ ନଗର ଭୂସ୍ଖଳନ ହେବାରୁ ଅନେକ ଲୋକ ମାଟି ଓ ଭଗ୍ନାବଶେଷ ତଳେ ଚାପି ହୋଇଯାଇଥିବା ଆଶଙ୍କା କରାଯାଇଛି । ଏହି ଘଟଣାରେ ଏପର୍ଯ୍ୟନ୍ତ…

ଜିମ୍ବାୱେରେ ଡଙ୍ଗା ବୁଡି ୧୫ ମୃତ, ୨୭ ନିଖୋଜ

ହରାରେ: ଜିମ୍ବାୱେର କରିବା ହ୍ରଦରେ ୯୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଫେରି ବୁଡ଼ିଯାଇଛି। ଏହି ଘଟଣାରେ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ଏବଂ ୨୭ରୁ ଅଧିକ ନିଖୋଜ ଥିବା ଆଶଙ୍କା କରାଯାଉଛି। ପୋଲିସ ଏବଂ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ମଙ୍ଗଳବାର…

ବିଭିନ୍ନ ଦାବି ନେଇ ବାଣୀବିହାର ଲ’ କଲେଜ ଅଧ୍ୟକ୍ଷଙ୍କୁ ଘେରିଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର : ବାଣୀବିହାର ଲ’ କଲେଜରେ ଛାତ୍ର ଅଶାନ୍ତି । ଅଧ୍ୟକ୍ଷଙ୍କୁ ଘେରିଲେ ଆଇନ ଛାତ୍ରଛାତ୍ରୀ । କ୍ୟାମ୍ପସରେ ଉତ୍ତେଜନା, ବ୍ୟାପକ ପୋଲିସ ମୁତୟନ । ବିଭିନ୍ନ ଦାବି ଏବେ ଅଭିଯୋଗ ନେଇ କଲେଜ ଅଧ୍ୟକ୍ଷଙ୍କ ଅଫିସ ସମ୍ମୁଖରେ ଆନ୍ଦୋଳନ କରିଥିଲେ…