ମକର ସଂକ୍ରାନ୍ତି ପାଇଁ ଅଟ୍ରିର ହଟକେଶ୍ୱର ଦେବଙ୍କ ପୀଠରେ ଭକ୍ତଙ୍କ ଭିଡ

ଖୋର୍ଦ୍ଧା : ଆଜି ପବିତ୍ର ମକର ସଂକ୍ରାନ୍ତି । ବେଶ ଚଳଚଞ୍ଚଳ ଖୋର୍ଦ୍ଧା ବେଗୁନିଆ ବ୍ଲକର ଅଟ୍ରି । ଏଠିକାର ପ୍ରସିଦ୍ଧ ବାବା ହାଟକେଶ୍ୱର ମହାଦେବଙ୍କ ଏହି ମକର ସଂକ୍ରାନ୍ତି ଅବସରରେ ରହିଛି ଅଲୌକିକ ମାହାତ୍ମ୍ୟ । ପ୍ରବାଦ ରହିଛି ଏହି…

ପୁଣି ସେବାୟତଙ୍କ ବିବାଦ, ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ

ଭୁବନେଶ୍ଵର: ମକର ସଂକ୍ରାନ୍ତି ପୂର୍ବରୁ ଅଘଟଣ । ଅନିଦ୍ରା, ଅଖିଆ, ଅପିଆ ରହିଲେ ପ୍ରଭୁ ଶ୍ରୀ ଲିଙ୍ଗରାଜ । ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ବଡ଼ୁ ସେବାୟତ ଓ ମହାସୁଆରଙ୍କ ମଧ୍ୟରେ ଦେଖାଦେଇଛି ବିବାଦ । ଫଳରେ ଗତକାଲି ରାତି ସାଢ଼େ ୮ରୁ ବନ୍ଦ…

ମହାକୁମ୍ଭ ୨୦୨୫: ପ୍ରଥମ ଦିନରେ ୧.୫ କୋଟି ଶ୍ରଦ୍ଧାଳୁ କଲେ ମହାସ୍ନାନ

ନୂଆଦିଲ୍ଲୀ: ଆସ୍ଥାର ମହାପର୍ବ ମହାକୁମ୍ଭ ଜାନୁଆରୀ ୧୩ ସୋମବାରରୁ ପ୍ରୟାଗରାଜରେ ଆରମ୍ଭ ହୋଇଛି । ଆଜି ପୌଷ ପୂର୍ଣ୍ଣିମାର ଅମୃତ ସ୍ନାନ । ପ୍ରାତଃରୁ ହିଁ ଶ୍ରଦ୍ଧାଳୁ ଗଙ୍ଗା, ଯମୁନା ଏବଂ ଅଦୃଶ୍ୟ ସରସ୍ୱତୀ ନଦୀର ସଙ୍ଗମରେ ସ୍ନାନ କରୁଛନ୍ତି ।…

୮ ଲକ୍ଷ ପୁରସ୍କାର ଘୋଷିତ ମହିଳା ନକ୍ସଲ ରାଜେ କାଙ୍ଗେ ଗିରଫ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର କାଙ୍କେର ଜିଲ୍ଲା ପୁଲିସକୁ ଆଉ ଏକ ସଫଳତା ମିଳିଛି। ଗତ ଡିସେମ୍ବର ୨୨ ତାରିଖରେ ଏସଜେଡସିଏମ ବାଲମୁରି ନାରାୟଣ ରାଓକୁ କାଙ୍କେର ପୁଲିସ ଗିରଫ କରିଥିବା ବେଳେ ତାଙ୍କ ପତ୍ନୀ ରାଜେ କାଙ୍ଗେ ଓରଫ…

ଆୟୁଷ୍ମାନ ଭାରତ ଯୋଜନାରେ ଓଡ଼ିଶା ସାମିଲ; ୧.୦୩ କୋଟି ପରିବାର ହେବେ ଉପକୃତ

ଭୁବନେଶ୍ୱର: ଓଡ଼ିଶାରେ ଖୁବଶୀଗ୍ର ଲାଗୁ ହେବ ଆୟୁଷ୍ମାନ ଭାରତ । ଏନେଇ ସୋମବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ,…

ଶଙ୍ଖ ଭବନ ହୋଟେଲ୍‌ରେ ପରିଣତ ହୋଇଛି: ଜଗା; ଜବାବ ରଖିଲେ ଅରୁଣ

ବିଜେଡି ରାଜ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନକୁ ନେଇ ସରଗରମ ହୋଇଛି ରାଜନୀତି। ମୁହାଁମୁହିଁ ହୋଇଛନ୍ତି ବିଜେପି ଓ ବିଜେଡି। ଶଙ୍ଖ ଭବନକୁ ନେଇ ବିଜେପି ନେତା ଜଗନ୍ନାଥ ପ୍ରଧାନ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ଶଙ୍ଖ ଭବନ ହୋଟେଲ୍‌ରେ ପରିଣତ…

ପୌଷ ପୂର୍ଣ୍ଣିମା; ସୁନା ବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂରତୀ

ପୁରୀ: ଆଜି ପବିତ୍ର ପୌଷ୍ୟ ପୂର୍ଣ୍ଣିମା ତିଥି । ପୁଷ ପୂର୍ଣ୍ଣିମା ନାମରେ ମଧ୍ୟ ଏହା ପରିଚିତ ଅଟେ । ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ଶ୍ରୀମନ୍ଦିରରେ ଏହି ପୁଷ୍ୟାଭିଷେକ ନୀତିଟି ଦ୍ୱାଦଶ ଯାତ୍ରା ମାନଙ୍କ ମଧ୍ୟରେ ଅନ୍ୟତମ ଶ୍ରେଷ୍ଟ ଯାତ୍ରା ଅଟେ…

ବାଂଲାଦେଶ ଡେପୁଟି ହାଇ କମିଶନରଙ୍କୁ ସମନ କଲା ଭାରତ

ଭାରତ ଓ ବାଂଲାଦେଶ ମଧ୍ୟରେ ଲଗାତର ସମ୍ପର୍କ ତିକ୍ତ ହେବାରେ ଲାଗିଛି। ବଢ଼ିବାରେ ଲାଗିଛି ସୀମା ବିବାଦ। ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ବହିଷ୍କାର କରିବା ପରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ତିକ୍ତ ଥିବା ଜଣାପଡିଛି। ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ…

ଓଡ଼ିଶା ଆଗାମୀ ଦିନରେ ଆଇଟି ହବ୍ ହେବ: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ/ଭୁବନେଶ୍ବର: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଏମ୍ଓୟୁ ହୋଇଛି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବଡ଼ ସୂଚନା ପ୍ରଦାନ କରିଛନ୍ତି । ଓଡ଼ିଶା ଆଗାମୀ ଦିନରେ ଆଇଟି…

ମାଞ୍ଜା ସୂତା ଲାଗି ଜଣେ ଆହତ, ବ୍ୟବହାର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ : କମିଶନରେଟ ପୋଲିସ

କଟକ : ମାଞ୍ଜା ସୂତା ଲାଗି ଜଣେ ଆହତ। କଟକ ରାଜେନ୍ଦ୍ରନଗର ଅଞ୍ଚଳରେ ଜଣେ ଆହତ ହୋଇଛନ୍ତି । ତାଙ୍କ ବେକ ଓ ହାତରେ ଗୁଡି ସୂତା ଲାଗିଛି। ଗତ ୯ ତାରିଖରୁ ଆଜି ପର୍ଯ୍ୟନ୍ତ ଗୁଡି ସୂତା ଲାଗି ୫ଜଣ…