ଆଉ କିଛି ଦିନ ପରେ ଆଳୁ ଦର କମିଯିବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ବର: ଅପେକ୍ଷା କରନ୍ତୁ, ଆଉ କିଛି ଦିନର ବ୍ୟବଧାନ ପରେ ଆଳୁ ଦର କମିଯିବ। ଏହା କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ପର୍ଯ୍ୟାପ୍ତ ଆଳୁ ନ ଆସିବାରୁ ରାଜ୍ୟରେ ଆଳୁ ଦର ବୃଦ୍ଧି…
