ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପ୍ରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଭୁବନେଶ୍ବର: ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆହ୍ୱାନ। ପ୍ରବାସୀ ଭାରତୀୟଙ୍କୁ ମଞ୍ଚ ଉପରେ ଆହ୍ବାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ୟବସାୟ ପାଇଁ ଓଡ଼ିଶା ଉପଯୁକ୍ତ ସ୍ଥାନ। ଏଠି ଅପର୍ଯ୍ୟାପ୍ତ ସୁଯୋଗ ରହିଛି। ତେଣୁ ଓଡ଼ିଶାର ବିକାଶରେ ପ୍ରବାସୀ…
