ବିଷ ପିଇ ଦେଲେ ଆନ୍ଦୋଳନ କରୁଥିବା ଚାଷୀ, ହସ୍ପିଟାଲରେ ଚାଲିଗଲା ଜୀବନ
ପଞ୍ଜାବ-ହରିୟାଣା ସୀମାନ୍ତ ଶମ୍ଭୁ ବର୍ଡରରେ ଆନ୍ଦୋଳନ କରୁଥିବା ଜଣେ ୫୫ ବର୍ଷୀୟ ଚାଷୀ ବିଷ ପିଇ ଜୀବନ ହାରିଛନ୍ତି। ସେ ଆନ୍ଦୋଳନସ୍ଥଳରେ ବିଷ ପିଇ ଦେଇଥିଲେ। ଏହାପରେ ତାଙ୍କୁ ପଟିଆଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ…
