ମମତା ବାନାର୍ଜୀଙ୍କୁ କଡ଼ା ଜବାବ ଦେଲେ ଜଙ୍ଗଲ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ

ଭୁବନେଶ୍ବର: ବାଘକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ଉପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରୁ ଆଉ କିଛି ବାଘ ପଶ୍ଚିମବଙ୍ଗ ଯାଇନି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯେମିତି…

ରାଜଧାନୀବସୀଙ୍କୁ ଘର ଆଗ ସଜାଇବାକୁ ଅପିଲ୍ କଲେ ମନ୍ତ୍ରୀ

ଭୁବନେଶ୍ବର: ରାତି ପାହିଲେ ରାଜ୍ୟରେ ଆୟୋଜିତ ହେବାକୁ ଯାଉଛି ୧୭ତମ ପ୍ରବାସୀ ଭାରତୀୟ ଦିବସ । ଏଥିପାଇଁ ସଜେଇ ହୋଇଛି ରାଜଧାନୀ ଭୁବନେଶ୍ବର । ଓଡିଶାର କଳା, ସଂସ୍କୃତି, ଐତିହ୍ୟ ଏବଂ ଆଲୋକମାଳା ସହ ଝଲସୁଛି ରାଜଧାନୀ । ଏଥିସହିତ ରାଜ୍ୟ…

୭.୧ ତୀବ୍ରତାରେ ଥରିଲା ନେପାଳ, ୯୭ ଜଣଙ୍କର ମୃତ୍ୟୁ, ଉଦ୍ଧାରକାର୍ଯ୍ୟ ଜାରି

ତିବ୍ଦତରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ବଢ଼ୁଛି ମୃତ୍ୟୁସଂଖ୍ୟା। ବିଭିନ୍ନ ସ୍ଥାନରେ ବୃହତ୍ତକାୟ କୋଠା ଭୁଶୁଡ଼ି ପ୍ରାୟ ୯୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏଥିରେ ଏପର୍ଯ୍ୟନ୍ତ ୧୩୦ରୁ ଅଧିକ ଆହତଙ୍କୁ ଉଦ୍ଧାର କରାଯାଇଛି। ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତାହତଙ୍କ…

ଠକ ହଂସିତା ଅଭିଲିପ୍ସାଙ୍କ ଘରେ ଆୟକର ଟିମର ରେଡ୍, ୧୦ଟି ସ୍ଥାନରେ ଏକକାଳୀନ ଚଢ଼ାଉ

ଭୁବନେଶ୍ୱର : ଖୋଲୁଛି ଅନୀଲ-ହଂସିତାଙ୍କ କଳା କାରନାମାର ଗୁମର। ଠକ ହଂସିତା ଅଭିଲିପ୍ସାଙ୍କ ଘରେ ଆୟକର ଟିମ୍ ର ରେଡ୍ । ଓଡ଼ିଶା, ଦିଲ୍ଲୀ ଓ ଝାଡ଼ଖଣ୍ଡର ୧୦ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି । ଘର ଓ ଅଫିସରେ ଚାଲିଛି…

HMPV ଭୟ: ‘ଡରିବାର କିଛି ନାହିଁ , ରାଜ୍ୟରେ ସେଭଳି ସ୍ଥିତି ନାହିଁ’, କହିଲେ ମନ୍ତ୍ରୀ

ଭୁବନେଶ୍ବର: ସାରା ଦେଶକୁ ଏବେ ଘେରିଛି ନୂଆ ଭୂତାଣୁ ଏଚଏମପିଭିର ଭୟ । ପୁଣି କରୋନା ଭଳି କାହା ମେଲାଇବ ନାହିଁ ତ ଏଚଏମପିଭି ? ଆଉ ଦେଶରେ ବଢୁଥିବା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଆଶଙ୍କା ଅଧିକ ସୃଷ୍ଟି କରିଥିବା ବେଳେ…

ଅମିତ ଶାହଙ୍କୁ ‘ନିର୍ବାଚନୀ ମୁସଲମାନ’ କହି ଫଟୋ ପୋଷ୍ଟ କଲା ଆପ୍

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ବାଜିଛି ବିଗୁଲ। ଫେବୃଆରୀ ୫ରେ ଭୋଟଗ୍ରହଣ ଓ ୮ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଅନ୍ୟପଟେ ଦିଲ୍ଲୀରେ ଶାସକ ଆମ୍ ଆଦମୀ ପାର୍ଟି ଓ ବିରୋଧୀ ବିଜେପି ମଧ୍ୟରେ ପୋଷ୍ଟର…

MKCG ମେଡିକାଲ କାଜୁଆଲଟିରେ ଅଗ୍ନିକାଣ୍ଡ

ବ୍ରହ୍ମପୁର: ବ୍ରହ୍ମପୁର MKCG ମେଡିକାଲ କାଜୁଆଲଟିରେ ଘଟିଛି ଅଗ୍ନିକାଣ୍ଡ । ପ୍ରବଳ ଧୂଆଁ ବାହାରୁଥିବା ଦେଖାଯାଇଛି । ଏହାକୁ ଆୟତ୍ତ କରିବାକୁ ମେଡିକାଲ କର୍ମଚାରୀ ଲାଗିପଡିଛନ୍ତି । ସୁରକ୍ଷା ଦୃଷ୍ଟିରୁ ରୋଗୀଙ୍କୁ ଅନ୍ୟ ଓ୍ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି । ଏ ସି…

ଭୁବନେଶ୍ବରରେ ଆରମ୍ଭ ହେଲା ରାଜ୍ୟସ୍ତରୀୟ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ

ଭୁବନେଶ୍ଵର: ସୁନ୍ଦର ତୃପ୍ତିର ଅବସାଦ ନାହିଁ, ଯେତେ ଦେଖୁଥିଲେ ନୂଆ ଦିଶୁଥାଇ । ରଙ୍ଗ ବେରଙ୍ଗର ସୁଗନ୍ଧଭରା ଦେଶୀ ଓ ବିଦେଶୀ ଫୁଲର ସମ୍ଭାର ଦେଖିଲେ ଘଡିଏ ଅଟକି ଯାଆନ୍ତି ଲୋକେ । ଭଳି କିଭଳି ଫୁଲରେ ଝଲସୁଛି ଏକାମ୍ର କାନନ।…

ପ୍ରଶାନ୍ତ କିଶୋର ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି

ଜନ ସୁରଜ ପାର୍ଟିର ପ୍ରତିଷ୍ଠାତା ତଥା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଓରଫ ପିକେଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଛି। ଏଥିପାଇଁ ଆଜି ତାଙ୍କୁ ପାଟନାରେ ଥିବା ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ନିର୍ବାଚନ ରଣନୀତିଜ୍ଞରୁ ରାଜନେତା ବନିଥିବା ପିକେ ଡିହାଇଡ୍ରେସନ ଓ…

ରତ୍ନଭଣ୍ଡାର ମରାମତି, ପଥର ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ

ପୁରୀ : ଚାଲିଛି ପୁରୀ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ମରାମତି । ଚୂନ ଛଡ଼ାଇବା ଓ ଡି ପ୍ଲାଷ୍ଟରିଂ କାର୍ଯ୍ୟ ସରିଛି। ପଥର ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମେ ଭର୍ଟିକାଲ କ୍ରାକ୍ସ ବା କାନ୍ଥ ମରାମତି କାର୍ଯ୍ୟ ହେବ।…