ଆମ୍ବେଦକରଙ୍କ ପ୍ରେରଣାରୁ ସାମାଜିକ ନ୍ୟାୟ ପାଇଁ ଦେଶ ଉତ୍ସର୍ଗୀକୃତ : ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଭୀମ ରାଓ ଆମ୍ବେଦକରଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର କହିଛନ୍ତି ଯେ ତାଙ୍କ ପ୍ରେରଣା ଯୋଗୁଁ ଦେଶ ଆଜି ସାମାଜିକ ନ୍ୟାୟର ସ୍ୱପ୍ନକୁ ସାକାର କରିବା ପାଇଁ ଉତ୍ସର୍ଗୀକୃତ ହୋଇଛି। ତାଙ୍କର…