ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାକୁ ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ଏସ. ଜୟଶଙ୍କର ଓ ନିତ୍ୟାନନ୍ଦ ରାୟ
ଭୁବନେଶ୍ୱର: ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାକୁ ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ଏସ. ଜୟଶଙ୍କର ଓ ନିତ୍ୟାନନ୍ଦ ରାୟ। ପାଞ୍ଚଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଏସ. ଜୟଶଙ୍କର ଓ ନିତ୍ୟାନନ୍ଦ ରାୟ। ଆଜି କୋଣାର୍କ ଯାଇ ଇକୋ-ରିଟ୍ରିଟରେ ରାତ୍ରୀ ଯାପନ କରିବେ।…
