ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ବିଧାୟକ ଇରାଶିଷ ଆଚାର୍ଯ୍ୟ
ଭୁବନେଶ୍ବର : ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ। ବୁଲୁ ଓରଫ ନାରାୟଣ ସତନାମୀଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଥିଲେ ଇରାଶିଷ। ୨୦୧୮ ମସିହାରେ ସଂଗଠିତ ଏହି ବହୁଚର୍ଚ୍ଚିତ ହତ୍ୟାକାଣ୍ଡରେ ଇରଶିଷଙ୍କ ସମେତ ଅନ୍ୟ ୩…
