ବିଜେଡିକୁ ଝଟ୍କା; ପୌରାଧ୍ୟକ୍ଷାଙ୍କ ବିରୋଧରେ ନିଜ ଦଳ ଆଣିଲା ଅନାସ୍ଥା
ଝାରସୁଗୁଡା : ବ୍ରଜରାଜନଗର ବିଜେଡିରେ ଗୋଷ୍ଠୀ କନ୍ଦଳ। ପୌରାଧ୍ୟକ୍ଷଙ୍କ ବିରୋଧରେ ନିଜ ଦଳର କାଉନ୍ସିଲ ଆଣିଲେ ଅନାସ୍ଥା। ଆଉ ତାଙ୍କୁ ସମର୍ଥନ ଦେଲେ ବିଜେପି ଓ ବିଏସ୍ପି କାଉନ୍ସିଲର। ଆଜି ସମସ୍ତ କାଉନ୍ସିଲ ଝାରସୁଗୁଡ଼ା ଜିଲ୍ଲାପାଳଙ୍କୁ ଭେଟି ଅନାସ୍ଥା ନେଇ ଦାବିପତ୍ର…
