ବିଜେପି ନେତାଙ୍କ ବାସଭବନରେ ଭୟଙ୍କର ବିସ୍ଫୋରଣ, ବ୍ୟାପକ କ୍ଷୟକ୍ଷତି
ଚଣ୍ଡିଗଡ଼: ପଞ୍ଜାବର ଜଳନ୍ଧର ଜିଲାରେ ବିଜେପି ନେତା ମନୋରଞ୍ଜନ କାଳିଆଙ୍କ ବାସଭବନରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି, ଯାହା ଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି ଏବଂ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ବିସ୍ଫୋରଣରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ କୌଣସି ଧନଜୀବନ…