ସନ୍ଦେଶଖାଲିରେ ବିରୋଧୀଙ୍କ ଉପରେ ବର୍ଷିଲେ ମମତା
ସନ୍ଦେଶଖାଲି ୩୦।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ୩୦ ଡିସେମ୍ବର ସୋମବାର ସନ୍ଦେଶଖାଲି ଗସ୍ତ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଉତ୍ତର ୨୪ ପ୍ରଗଣା ଜିଲ୍ଲାର ସନ୍ଦେଶଖାଲି ଦେଶରେ ଚର୍ଚ୍ଚାର…
