ବ୍ରିଟେନରେ ସମ୍ମାନିତ ହେଲେ ସୁଦର୍ଶନ ପଟ୍ଟନାୟକ
ଭୁବନେଶ୍ବର: ବ୍ରିଟେନରେ ସମ୍ମାନ୍ନିତ ହେଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁଣି ବିଦେଶରେ ନିଜର ଚମକ ଦେଖାଇଲେ । ତେବେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ତଥା ଅନ୍ତର୍ଜାତୀୟସ୍ତରରେ ଖ୍ୟାତିନାମା ଅର୍ଜନ କରିଥିବା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବ୍ରିଟେନରେ ପ୍ରଥମ…