ସୁସ୍ଥ ହୋଇ ଓଡ଼ିଶା ଫେରିଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ବର : ସୁସ୍ଥ ହୋଇ ଓଡ଼ିଶା ଫେରିଲେ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ। ଆଜି ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଘଟଣାକୁ ଅତ୍ୟନ୍ତ ଜଘନ୍ୟ ଓ ନିନ୍ଦନୀୟ ବୋଲି କହିଛନ୍ତି ପ୍ରତାପ ଷଡଙ୍ଗୀ। ସେ ସାମ୍ୱାଦିକଙ୍କୁ ପ୍ରଶ୍ନ କରିଛନ୍ତି, କୌଣସି ସାଂସଦ ଏଭଳି…

୩ରେ କଳିଙ୍ଗ ଭାରତୀ ଫାଉଣ୍ଡେସନର କଳା ମହୋତ୍ସବ, ୨ ବିଶିଷ୍ଟ ବ୍ୟକ୍ତି ପାଇବେ କଳିଙ୍ଗ ଭାରତୀ କଳାରତ୍ନ ସମ୍ମାନ

ଭୁବନେଶ୍ଵର: ଦିଲ୍ଲୀ, ଓଡ଼ିଶା ଏବଂ ଭାରତର ବିଭିନ୍ନ ରାଜ୍ୟରେ ଶିକ୍ଷା, ସ୍ୱାସ୍ଥ୍ୟ, ସାମାଜିକ ଓ ସାଂସ୍କୃତିକ କ୍ଷେତ୍ରରେ କାର୍ଯ୍ୟରତ ଅଗ୍ରଣୀ ସଂଗଠନ କଳିଙ୍ଗ ଭାରତୀ ଫାଉଣ୍ଡେସନ ପକ୍ଷରୁ ଆସନ୍ତା ଜାନୁଆରୀ ୩ ତାରିଖରେ କଳିଙ୍ଗ ଭାରତୀ ଫାଉଣ୍ଡେସନର କଳା ମହୋତ୍ସବ ୨୦୨୫…

ହଷ୍ଟେଲରୁ ମିଳିଲା ଫୁଡ ବ୍ଲଗର୍‌ଙ୍କ ଝୁଲନ୍ତା ମୃତଦେହ, ପରିବାର ଆଣିଲା ହତ୍ୟା ଅଭିଯୋଗ

ଭୁବନେଶ୍ବର : ହଷ୍ଟେଲରୁ ମିଳିଲା ଫୁଡ ବ୍ଲଗର୍‌ଙ୍କ ଝୁଲନ୍ତା ମୃତଦେହ । ଏପରି ଏକ ଚାଞ୍ଚଲ୍ୟକର ଘଟଣା ଆଜି ରାଜଧାନୀ ଭୁବନେଶ୍ୱରର ପଟିଆ ଅଞ୍ଚଳରେ ଘଟିଛି। ମୃତା ଯୁବତୀଜଣକ ହେଲେ ସୋନାଲି ସଂଘମିତ୍ର ପରିଡ଼ା । ସୋନାଲୀ ପ୍ରାୟ ୩ ବର୍ଷ…

ମହାପ୍ରଭୁଙ୍କ ଦର୍ଶନବେଳେ ଅଚେତ୍‌ ହେଲେ ୪ ଭକ୍ତ

ପୁରୀ : ନୂଆବର୍ଷ ପୂର୍ବରୁ ଜଗନ୍ନାଥ ଦର୍ଶନ ପାଇଁ ପୁରୀରେ ଅସମ୍ଭାଳ ଭିଡ଼ ପରିଲକ୍ଷିତ ହୋଇଛି। ସୋମବାର ଦର୍ଶନ ସମୟରେ ପ୍ରବଳ ଭିଡ଼ ମଧ୍ୟରେ ଅଣନିଃଶ୍ଵାସୀ ହୋଇ ୪ଜଣ ଭକ୍ତ ଅଚେତ୍ ହୋଇ ଯାଇଛନ୍ତି। ଏଥିସହ ଅନ୍ୟ କେତେଜଣ ମଧ୍ୟ ଅସୁସ୍ଥ…

ଶିମିଳିପାଳରେ ୧୩ ଶିକାରୀଙ୍କୁ ଧରିଲା ଏଆଇ କ୍ୟାମେରା

ବାରିପଦା : ବୈଦ୍ୟୁତିକ ଯନ୍ତ୍ରଂଶ ହେଲେ କ’ଣ ହେଲା? କମାଲ୍‌ କଲା ଏଆଇ(କୃତ୍ରିମ ବୁଦ୍ଧିମତା)। ଏସିଆ ମହାଦେଶର ସର୍ବ ବୃହତ୍ ଜୈବ ମଣ୍ଡଳ ଶିମିଳିପାଳ ଅଭୟାରଣ୍ୟରେ ୧୩ ଶିକାରୀଙ୍କୁ ଧରିଲା! ଏଆଇର ତଥ୍ୟ ଆଧାରରେ ବନ ବିଭାଗ ୧୩ ଜଣ ଶିକାରୀଙ୍କୁ…

୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ

ପୁରୀ : ପାଖେଇ ଆସୁଛି ନୂଆବର୍ଷ। ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି। ବର୍ଷର ଶେଷ ଦିନରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚୁଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ…

ଉଜୁଡ଼ା କ୍ଷେତ ବୁଲି ଚାଷୀଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଅଦିନିଆ ବର୍ଷା ମାଡ଼ରେ ମେରୁଦଣ୍ଡ ନଇଁ ଯାଇଥିବା ଚାଷୀଙ୍କ ପାଖରେ ଛିଡା ହୋଇଛନ୍ତି ମୁଖ୍ୟମନ୍ତ୍ରୀ। କ୍ଷତିପୂରଣ ପାଇଁ ଦେଇଛନ୍ତି ପ୍ରତିଶ୍ରୁତି। ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ମନ୍ତ୍ରୀମାନେ ଆଜି ବିଭିନ୍ନ କ୍ଷତିଗ୍ରସ୍ତ ଜିଲ୍ଲା ଯାଇ ସ୍ଥିତିର ଅନୁଧ୍ୟାନ…

ଚାଷୀଙ୍କ ଆଖିରେ ଲୁହ, ତୁନି କରାଇଲେ ଉପମୁଖ୍ୟମନ୍ତ୍ରୀ

ଭଦ୍ରକ 29/12 : ଅଦିନିଆ ବର୍ଷାରେ ଧାନ ଗଜା ହୋଇଛି । କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପ ମୁଖ୍ୟମନ୍ତ୍ରୀ ଭେଟିବା ବେଳେ କାନ୍ଦି ପକାଇଲେ ଚାଷୀ । ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଅଧିନ ଭଗବାନପୁର ପଂଚାୟତ ଅଧିନ ଜୟକୃଷ୍ଣ ପୁର ଅଞ୍ଚଳ…

ଅପରେସନ ଲୋଟସ ଚଳାଇ ଦିଲ୍ଲୀ ଭୋଟର ତାଲିକା ଟାମ୍ପରିଂ କରୁଛି ବିଜେପି: କେଜରିୱାଲ୍

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି (ଏଏପି) ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ରବିବାର ବିଜେପିକୁ ଟାର୍ଗେଟ୍ କରିଛନ୍ତି। ବିଜେପି “ଅପରେସନ୍ ଲୋଟସ୍” ମାଧ୍ୟମରେ ଦିଲ୍ଲୀରେ ଭୋଟର ତାଲିକା ଟାମ୍ପରିଂ କରୁଛି ବୋଲି ସେ କହିଛନ୍ତି। ଆସନ୍ତା…

ଯୋଗୀ ଆଦିତ୍ୟନାଥଙ୍କ ଘର ତଳେ ଶିବଲିଙ୍ଗ ରହିଛି, ତୁରନ୍ତ ଖୋଳାଯାଉ: ଅଖିଳେଶ ଯାଦବ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ରବିବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ବିଜେପିକୁ ଟାର୍ଗେଟ୍ କରିଛନ୍ତି। ସେ କିହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ନୌ ସ୍ଥିତ ସରକାରୀ ବାସଭବନ ତଳେ ଏକ ‘ଶିବଲିଙ୍ଗ’ ଅଛି, ଏବଂ…