ଯମୁନାରେ ବିସର୍ଜିତ ହେଲା ମନମୋହନ ସିଂହଙ୍କ ଅସ୍ଥି
ନୂଆଦିଲ୍ଲୀ ୨୯।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ.ମନମୋହନ ସିଂହଙ୍କ ଅସ୍ଥି ରବିବାର ଦିଲ୍ଲୀରେ ଯମୁନା ନଦୀରେ ପ୍ରବାହୀତ କରାଯାଇଛି। ‘ଅସ୍ଥି ବିସର୍ଜନ’ ଲାଗି ଗୁରୁଦ୍ୱାରା ପକ୍ଷରୁ ମଜନୁ କା ଟିଲା ନିକଟରେ ଅନୁଷ୍ଠାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମନମୋହନ ସିଂହଙ୍କ ପରିବାର…
