ରାଜ୍ୟସଭାରେ ୱକଫ୍ ବିଲ୍ ଆଲୋଚନା ବେଳେ ବିଜେଡିର ବିରୋଧ

ନୂଆଦିଲ୍ଲୀ/ଭୁବନେଶ୍ବର: ରାଜ୍ୟସଭାରେ ୱାକଫ୍ ବିଲ୍ ଆଲୋଚନା ବେଳେ ବିଜେଡି ଏହାକୁ ବିରୋଧ କରିଛି। ଆଲୋଚନାରେ ଭାଗ ନେଇ ସାଂସଦ ମୁନା ଖାନ୍ ଏହାକୁ ବିରୋଧ କରିଛନ୍ତି। ସେ କହିଛନ୍ତି, ୱକଫ୍ ସମ୍ପତ୍ତି ସୁରକ୍ଷିତ ରହିବା ନେଇ ପ୍ରଥମେ ମନ୍ତ୍ରୀ ସ୍ପଷ୍ଟ କରନ୍ତୁ।…

ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ, ଆହ୍ବାନ ଦେଲେ ପିସିସି ସଭାପତି

ଭୁବନେଶ୍ବର: ପୁଣି ଥରେ ଆନ୍ଦୋଳନ ଡାକରା ଦେଲାଣି କଂଗ୍ରେସ । ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ଏନେଇ ରାଜ୍ୟରେ କୋଣଅନୁକୋଣରେ ରହିଥିବା ସମସ୍ତ କଂଗ୍ରେସ କର୍ମୀ ଏବଂ ନେତା, ଆସନ୍ତା ଏପ୍ରିଲ ୧୫ରେ ମଶାଲ…

ନିଯୁକ୍ତି ରଦ୍ଦ ହେବା ପରେ ମମତାଙ୍କ ବୟାନ ; ଅଦାଲତକୁ ସମ୍ମାନ କରୁଛୁ, କିନ୍ତୁ ଏହି ନିଷ୍ପତ୍ତିକୁ ଅସ୍ୱୀକାର

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ପ୍ରାୟ ୨୬୦୦୦ ଶିକ୍ଷକ ଓ ଷ୍ଟାଫଙ୍କ ନିଯୁକ୍ତିକୁ ସୁପ୍ରିମକୋର୍ଟ ଅବୈଧ ଘୋଷଣା କରିବା ପରେ ରାଜନୀତି ଜୋର ହୋଇଛି । ଏହି ମାମଲାରେ ବିରୋଧୀ ଦଳ ବିଜେପି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି କରିଛି । ଅନ୍ୟପଟେ…

ନବମ ଶ୍ରେଣୀ ଛାତ୍ରଙ୍କ ଉତ୍ପାତ: ଷଷ୍ଠଶ୍ରେଣୀ ଛାତ୍ରକୁ ବନ୍ଦ କୋଠରୀରେ ଦେଲେ ନିର୍ଯାତନା

ମୟୂରଭଞ୍ଜ: ବ୍ଲେଡରେ ହାତ କାଟି କ୍ଷତ ସ୍ଥାନରେ ମାରିଲେ ଲୁଣ । ବନ୍ଦ କଠୋରୀରେ ଦେଲେ ନିର୍ଯାତନା । ମୟୂରଭଞ୍ଜ ଜିଲ୍ଳା ଖୁଣ୍ଟା ଥାନା ବାସିପିଠାର ଏକ ସ୍କୁଲରୁ ଆସିଛି ଏଭଳି ସାଙ୍ଘାତିକ ଅଭିଯୋଗ । ସ୍କୁଲ ହଷ୍ଟେଲରେ ରହୁଥିବା ବାରିପଦା…

ଖୋର୍ଦ୍ଧାରେ ଶିଳ୍ପ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ୧୧ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମେ ହଳଦୀପଦା ଅସ୍ଥାୟୀ ହେଲିପ୍ୟାଡ୍‌ ରେ ଆଜି ଦିନ ୧୨ଟାରେ ଅବତରଣ କରିଥିଲେ ମୁଖ୍ୟମନ୍ତ୍ରୀ । ସେଠାରେ ସେ କାଳିବେତୀ ଓ…

ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଆଗାମୀ କିଛି ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା…

ରେଭେନ୍ସାରେ ଅଣଛାତ୍ର ପ୍ରବେଶକୁ ବିରୋଧ କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରଙ୍କ ଆମରଣ ଅନସନ

କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ର ଅନଶନ । ବିଶ୍ବବିଦ୍ୟାଳୟ ପରିସରରେ ଅନେକ ସମୟରେ ଅଣଛାତ୍ର ପ୍ରବେଶ କରି ବିଶୃଙ୍ଖଳା ସୃଷ୍ଟି କରୁଥିବା ଅଭିଯୋଗ ହୋଇଛି । ଏହାସହ ଛାତ୍ର ମାନଙ୍କୁ ଆକ୍ରମଣ କରୁଥିବା ଅଭିଯୋଗ କରି କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

ରାଜ୍ୟ ସଭାରେ ୱାକଫ ବିଧେୟକ ଆଗତ

ରାଜ୍ୟ ସଭାରେ ଆଗତ ହୋଇଛି ୱାକଫ (ସଂଶୋଧନ) ବିଧେୟକ। ଗତ ବୁଧବାର ଏହି ବିଧେୟକ ଲୋକସଭାରେ ପାରିତ ହେବା ପରେ ଗୁରୁବାର ରାଜ୍ୟ ସଭାରେ ଆଗତ ହୋଇଛି। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଏହି ବିଲ ଆଗତ କରି କହିଥିଲେ,…

କାରାଗାରରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଲେ ୨୨ ନକ୍ସଲ

ରାୟପୁର: ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ । ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି । ଗତ ତିନି ବର୍ଷ…

ସମ୍ବଲପୁରରେ ପୋଲିସ ଡିଜି : ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ମାଓବାଦୀଙ୍କୁ ଦେଲେ ଆହ୍ବାନ

ସମ୍ବଲପୁର: ସମ୍ବଲପୁରରେ ପୋଲିସ ଡିଜି । ସମ୍ବଲପୁରରେ ପହଂଚି ପ୍ରଥମେ ମା ସମଲେଶ୍ବରୀଙ୍କ ଦର୍ଶନ କରିଥିଲେ । ପରେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଓ ଏସପି ମୁକେଶ ଭାମୁଙ୍କ ସହ ଆଲୋଚନା କରିଥିଲେ । ଏହାପରେ ଉତ୍ତରାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ…