ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଇଁ ଶାହଙ୍କ ଗସ୍ତ ସ୍ଥଗିତ ହୋଇଥିବା ଜଣାପଡ଼ିଛି । ଆସନ୍ତାକାଲି ଶନିବାରରେ ଭୁବନେଶ୍ବର ଆସିଥାଆନ୍ତେ ଅମିତ…

ଇଡି ଜାଲରେ କେନ୍ଦ୍ର ମନ୍ତ୍ରୀ ଚିରାଗ ପାଶ୍ୱାନଙ୍କ ସହଯୋଗୀ

ଲୋକ ଜନଶକ୍ତି ପାର୍ଟି (ରାମ ବିଳାଶ) ନେତା ତଥା କେନ୍ଦ୍ର ମନ୍ତ୍ରୀ ଚିରାଗ ପାଶ୍ୱାନଙ୍କ ସହଯୋଗୀ ହୁଲାସ ପାଣ୍ଡେଙ୍କ ତିନିଟି ଠିକଣାରେ ଆଜି ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ପାଟନା, ବେଙ୍ଗାଲୁରୁ ଓ ଦିଲ୍ଲୀରେ ଏହି ଚଢ଼ାଉ କରାଯାଇଛି। କିଛି…

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବିୟୋଗରେ ରାଜ୍ୟ କଂଗ୍ରେସ ଭବନରେ ଶୋକସଭା

ଭୁବନେଶ୍ୱର : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ରାଜ୍ୟ କଂଗ୍ରେସ ଭବନରେ ଶୋକ ସଭା ଅନୁଷ୍ଠିତ । କଂଗ୍ରେସର ବହୁ ବରିଷ୍ଠ ନେତା ଶୋକ ସଭାରେ ଉପସ୍ଥିତ ରହି ଅମର ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଥିଲେ । ପରେ…

ବିମାନ ଦୁର୍ଘଟଣା ନେଇ ଆମକୁ ଦୋଷ ଦିଅ ନାହିଁ: ଆମେରିକାକୁ ରୁଷିଆର ଜବାବ

ମସ୍କୋ: ଆଜରବୈଜାନ ବିମାନ କାଜାଖସ୍ତାନରେ ଦୁର୍ଘଟଣାଗ୍ରସ୍ତ ବେହା ଘଟଣା ଏବେ ନୂଆ ମୋଡ ନେଇଛି। ପାଶ୍ଚାତ୍ୟ ଗଣମାଧ୍ୟମ ଏବଂ ପାଶ୍ଚାତ୍ୟ ଦେଶ ଅଭିଯୋଗ କରୁଛନ୍ତି ଯେ ରୁଷିଆ କ୍ଷେପଣାସ୍ତ୍ର ମାଡ଼ରେ ଏଭଳି ଘଟିଛି। ତେବେ ରୁଷିଆ ପକ୍ଷରୁ ଏଭଳି ଆରୋପକୁ ଖଣ୍ଡନ…

ଗିରଫ ହେଲେ ବୋରିଗୁମା ଭାରପ୍ରାପ୍ତ ଏଆରଆଇ, ଜବତ ହେଲା କୋଟିଏରୁ ଅଧିକ ଟଙ୍କାର ସଂପତ୍ତି

ଭୁବନେଶ୍ଵର : ଗିରଫ ହେଲେ କୋରାପୁଟ ଜିଲ୍ଲା ବୋରିଗୁମା କୁମୁଳି ସର୍କଲର ଭାରପ୍ରାପ୍ତ ଏଆରଆଇ ସୁରେନ୍ଦ୍ର ତନ୍ତି । ଭିଜିଲାନ୍ସ ରେଡ୍ ବେଳେ ତାଙ୍କର ଅଚଳାଚଳ ସଂପତ୍ତି ଠାବ ହୋଇ ଛି । ୩ଟି ବହୁତଳ ବିଲ୍ଡିଂ, ୧୭ଟି ପ୍ଲଟ୍ ର…

ବଢ଼ିଲା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ

ଭୁବନେଶ୍ବର: ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ମୋହନ ସରକାରରେ ଆହୁରି ବର୍ଷେ କାମ କରିବେ ମୁଖ୍ୟ ଶାସନ ସଚିବ ଆଇଏଏସ ମନୋଜ ଆହୁଜା । ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳକୁ ୧ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଜ୍ୟ…

ଚୁକ୍ତି ପରେ ମଧ୍ୟ ଚୀନ୍ ସେନା ଏଲଏସିରେ ରହିଛନ୍ତି

ନୂଆଦିଲ୍ଲୀ: ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ (ଏଲଏସି) ଉପରେ ଭାରତ ଏବଂ ଚୀନ୍ ମଧ୍ୟରେ ଚାଲିଥିବା ବିବାଦ ଶେଷ ହେବାକୁ ଯାଉଛି। ଚୀନ୍‌ର ପ୍ରତିରକ୍ଷା ମନ୍ତ୍ରଣାଳୟ ଗୁରୁବାର ଦିନ କହିଛି ଯେ ପୂର୍ବ ଲଦାଖରେ ଚାଲିଥିବା ବିବାଦକୁ ବନ୍ଦ କରିବା ପାଇଁ…

ଥାନା ଅଧିକାରୀଙ୍କୁ ଆକ୍ରମଣ ଘଟଣା: ୪ ମହିଳା ଗିରଫ, ୨ ଫେରାର୍

ଉଦଳା: ଥାନା ଅଧିକାରୀଙ୍କୁ ଆକ୍ରମଣ ଘଟଣାରେ ୪ ମହିଳା ଗିରଫ । ଡାହିସାହିରୁ ୩ ଜଣ ଓ ଗୋହିରାରୁ ଜଣେ ମହିଳା ଗିରଫ ହୋଇଛନ୍ତି । ବେଆଇନ ଗଚ୍ଛିତ ବାଲିକୁ ଜବତ କରିବାକୁ ଯାଇଥିବା ବେଳେ କପ୍ତିପଦା ଥାନା ଅଧିକାରୀଙ୍କୁ ଆକ୍ରମଣ…

ଭିଜିଲାନ୍ସ ପଞ୍ଝାରୁ ଖସି ପଳାଇଲେ ଲାଞ୍ଚୁଆ ଏଏସଆଇ

ଧର୍ମଗଡ଼: ଭିଜିଲାନ୍ସ ପଞ୍ଝାରୁ ଖସି ପଳାଇଲେ ଲାଞ୍ଚୁଆ ଏଏସଆଇ l କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଏଏସଆଇ ମୁକୁନ୍ଦ ଖେମୁଣ୍ଡୁ ଭିଜିଲାନ୍ସ ପଞ୍ଝାରୁ ଫେରାର l ଏକ ମାମଲାର ରଫାଦଫା ପାଇଁ ୩୫୦୦ ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ ହେବା ପରେ…

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ କଲେ ମନମୋହନଙ୍କ ଶେଷ ଦର୍ଶନ, କାଲି ହେବ ଅନ୍ତିମ ସତ୍କାର

ଗତକାଲି ଦିଲ୍ଲୀ ଏମ୍ସରେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଅନ୍ତିମ ସତ୍କାର ଆସନ୍ତା କାଲି ହେବ । ଗତକାଲି ବିଳମ୍ବିତ ରାତିରେ ସ୍ୱର୍ଗତ ସିଂହଙ୍କ ପାର୍ଥିବ ଶରୀର ତାଙ୍କ ବାସଭବନରେ ପହଞ୍ଚିଥିଲା। ଆଜି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କଠାରୁ…