ଇ-ବାଇକ ଶୋ ରୁମରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ଗାଡ଼ି

ବ୍ରହ୍ମପୁର: ଇ-ବାଇକ ଶୋ’ ରୁମ୍ ରେ ଅଗ୍ନିକାଣ୍ଡ । ବ୍ରହ୍ମପୁରର ଇ-ବାଇକ ଶୋ’ ରୁମ୍ ରେ ଅଗ୍ନିକାଣ୍ଡ। ତୁଳସୀ ନଗର ଛକରେ ଥିବା ଶୋ’ ରୁମ୍ ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ପ୍ରାୟ ୧୨୦ଟି ଇ-ବାଇକ ପୋଡି…

ଆସନ୍ତା ୨୮ ଓ ୨୯ ତାରିଖରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ପୂର୍ବାନୁମାନ

ଭୁବନେଶ୍ବର: ଲଗାତାର ଦୁଇଟି ପର୍ଯ୍ୟାୟର ଅଦିନିଆ ବର୍ଷା ଏବେ ଚାଷୀ କୂଳ ଉପରେ ଦାଉ ସାଧିଛି । ବର୍ଷକର ପରିଶ୍ରମ ଆଉ କ୍ଷେତରେ ହସୁଥିବା ସୁନାର ଫସଲ ଆଖି ଆଗରେ ନଷ୍ଟ ହେବା ଦେଖି ଚାଷୀ ଭାଇର ଛାତି ଫାଟିପଡୁଛି ।…

ବିମାନବନ୍ଦରରେ ଥିଲେ WHO ଚିଫ୍, ହେଲା ଅତର୍କିତ ଆକ୍ରମଣ

ଅଳ୍ପକେ ଆତ୍ମଘାତୀ ଆକ୍ରମଣରୁ ବର୍ତ୍ତିଲେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ (WHO) ଚିଫ୍‌ ଟେଡ୍ରୋସ୍‌ ଏଡନାମ୍‌ । ୟମନ ଇଣ୍ଟର ନ୍ୟାସନାଲ ଏୟାରପୋର୍ଟରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ୍‌ରୁ ଅଳ୍ପକେ ବର୍ତ୍ତିଛନ୍ତି ଏଡନାମ୍‌ । ଏହି ଆକ୍ରମଣରେ ଉକ୍ତ ବିମାନବନ୍ଦରରେ ଉପସ୍ଥିତ ଥିବା ୨…

ବିଲ ମଝିରେ ଜଳିଗଲେ ଚାଷୀ, ରାସ୍ତା ରୋକ ସହ ବିଦ୍ୟୁତ କାର୍ଯ୍ୟାଳୟ ଘେରାଓ କଲେ ଲୋକେ

ଭଦ୍ରକ : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏ ନେ ସି ନରସିଂପୁର ଗାଁ ର ଜଣେ ଚାଷି ବିଲକୁ ଯାଉଥୁବା ସମୟରେ ବିଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବିଲ ମଝିରେ ଜଳିଗଲେ ଚାଷୀ। ବିଲ ମଝିରେ ସେ ଜଳିଯାଇଥିଲେ। ଅଗ୍ନିଶମ…

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗ; ମୁଖ୍ୟମନ୍ତ୍ରୀଙ୍କ ସହ ବିରୋଧୀଦଳ ନେତାଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ ରେ ଲେଖିଛନ୍ତି ଯେ, ”ସ୍ୱର୍ଗତଃ ମନମୋହନ ସିଂହ ଦେଶର ଜଣେ…

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ

ନୂଆଦିଲ୍ଲୀ : ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହ ଆଉ ନାହାନ୍ତି। ଦିଲ୍ଲୀ ଏମ୍ସରେ ୯୨ ବର୍ଷରେ ଶ୍ରୀ ସିଂହ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଆଜି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ…

ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ୧୦୦ତମ ପ୍ରତିଷ୍ଠା ଦିବସ

କଟକ ୨୬।୧୨: ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ୧୦୦ତମ ପ୍ରତିଷ୍ଠା ବାର୍ଷିକୀ ଉଦ୍ଘାଟନୀ ସମାରୋହ କଟକ କଳା ବିକାଶ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟର ବରିଷ୍ଠ ନେତୃମଣ୍ଡଳୀ ଓ ଜାତୀୟ ନେତୃମଣ୍ଡଳୀ ମାନେ ଉପସ୍ଥିତ ଥିଲେ ।…

ଓଡ଼ିଶା ଛାଡ଼ିଲେ ବିଦାୟୀ ରାଜ୍ୟପାଳ ରଘୁବର ଦାସ, କହିଲେ- ମହାପ୍ରଭୁଙ୍କ ଭୂମିରେ ୧୪ ମାସ କାମ କରିବାର ସୁଖଦ ଅନୁଭୂତି ରହିଲା

ଭୁବନେଶ୍ବର ୨୬।୧୨: ଓଡ଼ିଶା ଛାଡ଼ିବା ପୂର୍ବରୁ ବିଦାୟୀ ରାଜ୍ୟପାଳ ରଘୁବର ଦାସଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟ ଅତିଥି ଭବନରେ ବିଦାୟୀ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ରାଜଭବନରେ ବିଦାୟୀ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ବିଦାୟ…

ଇପ୍ସିତା ସାହୁଙ୍କୁ ଚାପୁଡ଼ା, ଶଙ୍ଖ ଭବନରେ ବିଜେଡି ମହିଳା କର୍ମୀ ହାତାହାତି

ଭୁବନେଶ୍ୱର: ବିଜେଡି ପ୍ରତିଷ୍ଠା ଦିବସରେ ଶଙ୍ଖ ଭବନରେ ଦେଖିବାକୁ ମିଳିଛି ଅପ୍ରତିକର ପରିସ୍ଥିତି । କର୍ମୀଙ୍କ ମଧ୍ୟରେ ବିଶୃଙ୍ଖଳା ଚରମରେ ପହଞ୍ଚିଥିବା ଦେଖିବାକୁ ମିଳିଛି । ସ୍ଥିତି ଏପରି ହୋଇଥିଲା ଦଳର ମହିଳା କର୍ମୀ ହାତାହାତି ହୋଇଛନ୍ତି । ବିଜେଡି ମୁଖପାତ୍ର…

୨୦୨୩ରେ ଭାରତକୁ ଆସିଛନ୍ତି ୧.୮୯ କୋଟି ବିଦେଶୀ ପର୍ଯ୍ୟଟକ, ୨.୩୧ ଲକ୍ଷ କୋଟି ଟଙ୍କା ହୋଇଛି ଆୟ

ନୂଆଦିଲ୍ଲୀ : ଭାରତ ସରକାର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ଏହି କ୍ଷେତ୍ରରେ ଅଧିକ ରୋଜଗାର ସୃଷ୍ଟି ଲାଗି ଉଦ୍ୟମ କରୁଛନ୍ତି । ଏହାସହ ବିଦେଶୀ ମୁଦ୍ରା ବଢାଇବା ପାଇଁ ପର୍ଯ୍ୟଟନ କ୍ଷେତ୍ର ଉପରେ ବିଶେଷ ଧ୍ୟାନ ଦେଉଛନ୍ତି । ପର୍ଯ୍ୟଟନ…