‘ମୌକା ମୌକା ହର ବାର ଧୋକା’: ଆପ ଓ ବିଜେପି ପାଇଁ କଂଗ୍ରେସ ଜାରି କଲା ବହି

ଆସନ୍ତା ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି କଂଗ୍ରେସ ପକ୍ଷରୁ ‘ମୌକା ମୌକା ହର ବାର ଧୋକା’ ଶୀର୍ଷକ ଗୋଟିଏ ବହି ଜାରି କରାଯାଇଛି। ଦିଲ୍ଲୀ କଂଗ୍ରେସ ସଭାପତି ଦେବେନ୍ଦ୍ର ଯାଦବ, ଦଳର ନେତା ଅଜୟ ମାକେନ ଓ ଅନ୍ୟମାନଙ୍କ ଉପସ୍ଥିତିରେ…

ବନ ବିଭାଗ ପାଇଁ ବଢିଲା ଚିନ୍ତା: ବାଘୁଣୀ ଜିନତର ମିଳୁନି ପତ୍ତା

ଭୁବନେଶ୍ୱର: ବାଘୁଣୀ ଜିନତ ଗାଏବ। ଗତକାଲିଠାରୁ ବାଘୁଣୀର ମିଳୁନି ସଠିକ୍ ପତ୍ତା। ବାଘୁଣୀ ଜିନତକୁ ଓଡ଼ିଶା ଛାଡ଼ି ୨ ସପ୍ତାହ ପୂରିଛି। ଶିମିଳିପାଳରୁ ଭାୟା ଝାଡ଼ଖଣ୍ଡ ଦେଇ ପଶ୍ଚିମବଙ୍ଗର ପୁରୁଲିଆ ଜିଲ୍ଲାର ବାନ୍ଦ୍ୱାନ୍ ଜଙ୍ଗଲରେ ଘୂରି ବୁଲୁଥିଲା ବାଘୁଣ । କିନ୍ତୁ…

ଜବରଦଖଲ ଉଚ୍ଛେଦ କରିବାକୁ ଯାଇ ହଟହଟା ହେଲେ ଅତିରିକ୍ତ ତହସିଲଦାର ଓ ଥାନା ଅଧିକାରିଣୀ

ଯାଜପୁର : ଏକ ଜବରଦଖଲ ଉଚ୍ଛେଦ କରିବାକୁ ଯାଇ ହଟହଟା ହେଲେ ଅତିରିକ୍ତ ତହସିଲଦାର ଓ ଥାନା ଅଧିକାରିଣୀ । ଉଚ୍ଛେଦ ସମୟରେ ଯାଜପୁର ତହସିଲର ଅତିରିକ୍ତ ତହସିଲଦାର ଅଜୟ ପଣ୍ଡା ଓ ବ୍ରହ୍ମବରଦା ଥାନା ଅଧିକାରୀଣୀ ଅଂଶୁମାଳା ଦାସଙ୍କୁ ଆକ୍ରମଣ…

କେଜ୍ରିଓ୍ୱାଲ କହିଲେ- ଖୁବ୍‌ଶୀଘ୍ର ଗିରଫ ହେବେ ଆତିଶୀ

ପରିବହନ ବିଭାଗରେ ପ୍ରସ୍ତୁତି ଚାଲିଛି କେସ୍‌। ମିଛ ମାମଲାରେ ଫସାଇ ଖୁବଶୀଘ୍ର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କୁ ଏମାନେ ଗିରଫ କରିବେ। ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଏଭଳି କିଛି ବଡ଼ ଅଭିଯୋଗ ଆଣିଛନ୍ତି ଆମ୍‌ ଆଦମୀ ପାର୍ଟିର ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ୱାଲ।…

ଯୁବକକୁ ପିଟି ପିଟି ମାରିଦେବା ଘଟଣା; ଫାଣ୍ଡି ଅଧିକାରୀ ନିଲମ୍ବିତ

ଜଳେଶ୍ୱର: ଲୁଗା ଦୋକାନରୁ ଚୋରି ଅଭିଯୋଗରେ ଯୁବକଙ୍କୁ ପିଟି ପିଟି ମାରିଦେବା ଘଟଣାରେ ଅଭିଯୁକ୍ତ ବାପା ଓ ପୁଅ ଗିରଫ। ଏହି ଘଟଣାରେ ଦାୟିତ୍ବରେ ଅବହେଳା ପାଇଁ ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତି ନିଲମ୍ବିତ ହୋଇଛନ୍ତି। ସିଂଲା ଥାନା…

ଏମ୍‌ସ ଭୁବନେଶ୍ବର ପକ୍ଷରୁ ଅଟଳ ବିହାରୀ ବାଜପେୟୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଦୂରଦୃଷ୍ଟି ଓ ସଂକଳ୍ପର ରାଷ୍ଟ୍ରନେତା, ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ଜନନାୟକ ତଥା ଏମ୍‌ସ ଭୁବନେଶ୍ୱର ପ୍ରତିଷ୍ଠାତା ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କର ୧୦୦ତମ ଜନ୍ମବାର୍ଷିକୀ ଅବସରରେ ଏମ୍‌ସ ବନେଶ୍ବରଭୁ ପକ୍ଷରୁ ଆଜି “ସୁଶାସନ ଦିବସ” ପାଳିତ…

ଲ୍ୟାଣ୍ଡିଂ ବେଳେ ବିମାନରେ ବିସ୍ଫୋରଣ

ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ ହୋଇ ବିମାନରେ ବିସ୍ଫୋରଣ ହୋଇଛି। କାଜାକିସ୍ତାନର ଅକତାଉରେ ବିମାନଟି ଅବତରଣ କରିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ଅନେକ ଲୋକଙ୍କର ମୃତ୍ୟୁ ଘଟିଛି। ତେବେ ସଠିକ୍‌ ମୃତ୍ୟୁ ସଂଖ୍ୟା ସାମ୍ନାକୁ ଆସିନାହିଁ। କୁହାଯାଉଛି ଯେ ଏହି…

ଆଜି ପବିତ୍ର ବଡ଼ଦିନ; ଧରା ଅବତରଣ କଲେ ପ୍ରଭୁ ଯୀଶୁ

ଆଜି ବଡ଼ଦିନ, ଖ୍ରୀଷ୍ଟ ଧର୍ମାବଳମ୍ବୀଙ୍କ ବଡ଼ ପର୍ବ। ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁ ଖ୍ରୀଷ୍ଟ। ଏହି ଅବସରରେ ଖ୍ରୀଷ୍ଟ ଧର୍ମାବଲମ୍ବୀ ମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ମଧ୍ୟରାତ୍ରରେ ପ୍ରଭୁ ଯୀଶୁ ଧରାବତରଣ କରିବା ପରେ ଚାରିଆଡେ ଉତ୍ସବର ମାହୋଲ ଦେଖିବାକୁ…

ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍ ପରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ବାଲେଶ୍ବର: ସିମୁଳିଆ ଥାନା ବାଲିଖଣ୍ଡ ବଜାର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍ ପରେ ବ୍ୟାଙ୍କରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ରାତିରେ ବ୍ୟାଙ୍କ ଲୁଟ୍ ପରେ ଲକରରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ…

୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି: ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ଉତ୍ସବରେ ଦେବେ ଯୋଗ

ଭୁବନେଶ୍ୱର :୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପ୍ରବାସୀ ଭାରତୀୟ ସମ୍ମଳନୀ ଉଦଯାପନୀରେ ସାମିଲ ହେବେ ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ଓ ସ୍ୱରାଷ୍ଟ୍ରମନ୍ତ୍ରୀ ଆସିବା ନେଇ…