ବନ ବିଭାଗ ପାଇଁ ବଢିଲା ଚିନ୍ତା: ବାଘୁଣୀ ଜିନତର ମିଳୁନି ପତ୍ତା
ଭୁବନେଶ୍ୱର: ବାଘୁଣୀ ଜିନତ ଗାଏବ। ଗତକାଲିଠାରୁ ବାଘୁଣୀର ମିଳୁନି ସଠିକ୍ ପତ୍ତା। ବାଘୁଣୀ ଜିନତକୁ ଓଡ଼ିଶା ଛାଡ଼ି ୨ ସପ୍ତାହ ପୂରିଛି। ଶିମିଳିପାଳରୁ ଭାୟା ଝାଡ଼ଖଣ୍ଡ ଦେଇ ପଶ୍ଚିମବଙ୍ଗର ପୁରୁଲିଆ ଜିଲ୍ଲାର ବାନ୍ଦ୍ୱାନ୍ ଜଙ୍ଗଲରେ ଘୂରି ବୁଲୁଥିଲା ବାଘୁଣ । କିନ୍ତୁ…
