ଦିଲ୍ଲୀ ଉପକଣ୍ଠକୁ ସ୍ଥାନାନ୍ତର ହେବ ତିହାର ଜେଲ
ନୂଆଦିଲ୍ଲୀ : ଦିଲ୍ଲୀସ୍ଥିତ ତିହାର ଜେଲକୁ ସ୍ଥାନାନ୍ତର କରିବାକୁ ରାଜ୍ୟ ସରକାର ଚିନ୍ତା କରୁଥିବା ଜଣାପଡିଛି। ଜେଲ ସ୍ଥାନାନ୍ତରଣ ସର୍ଭେ କାର୍ଯ୍ୟ ପାଇଁ ଚଳିତ ବଜେଟରେ ୧୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ସୂଚନା ଦେଇଛନ୍ତି।…